ଲୋକସଭାରେ ଗୃହୀତ ହେଲା ଆନ୍ତଃସେବା ସଂଗଠନ (ନିର୍ଦ୍ଦେଶ, ନିୟନ୍ତ୍ରଣ ଏବଂ ଶୃଙ୍ଖଳା) ବିଲ୍ – ୨୦୨୩
ଦିଲ୍ଲୀ, (ପିଆଇବି) : ଲୋକସଭାରେ ଆନ୍ତଃସେବା ସଂଗଠନ (ନିର୍ଦ୍ଦେଶ, ନିୟନ୍ତ୍ରଣ ଏବଂ ଶୃଙ୍ଖଳା) ବିଧେୟକ - ୨୦୨୩ ଗୃହୀତ ହୋଇଛି। ଆନ୍ତଃ ସେବା ସଂଗଠନ ବା ଇଣ୍ଟର-ସର୍ଭିସେସ୍ ଅର୍ଗାନାଇଜେସନ୍ (ଆଇଏସ୍ଓ) ଅର୍ଥାତ୍ ତିନି ସେନାବାହିନୀରେ କାର୍ଯ୍ୟରତ ଥିବା କିମ୍ବା ସମ୍ପୃକ୍ତ ଥିବା କର୍ମଚାରୀଙ୍କ!-->…
Read More...
Read More...