Browsing Tag

pib news

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ-୨୦୨୪ ଘୋଷଣା

ଏୱାଇଡିଏମ୍‌ଏସ୍‌ର ତୃତୀୟ ସଂସ୍କରଣରେ ଟିଭି, ରେଡିଓ ଏବଂ ଛାପା ଗଣମାଧ୍ୟମ କ୍ଷେତ୍ରରେ ବିଭିନ୍ନ ଭାଷାରେ ୩୩ଟି ସମ୍ମାନ ପ୍ରଦାନ କରାଯିବଯୋଗର ବାର୍ତ୍ତା ପ୍ରଚାର ପ୍ରସାର କରିବାରେ ଗଣମାଧ୍ୟମର ଯୋଗଦାନକୁ ମାନ୍ୟତା ଦେବା ଲାଗି ଦିଆଯିବ ପୁରସ୍କାର ଭୁବନେଶ୍ୱର, (ପିଆଇବି) : ସୂଚନା ଓ…
Read More...

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅଶ୍ୱିନୀ ବୈଷ୍ଣବ

ଲୋକଙ୍କ ସେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ, ଗରିବଙ୍କ ପାଇଁ ସମର୍ପିତ ଥିଲା ପ୍ରଥମ କ୍ୟାବିନେଟ୍ ନିଷ୍ପତ୍ତି : ଶ୍ରୀ ବୈଷ୍ଣବ ନୂଆଦିଲ୍ଲୀ, (ପିଆଇବି) : ଅଶ୍ୱିନୀ ବୈଷ୍ଣବ ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଶ୍ରୀ ବୈଷ୍ଣବ…
Read More...

ରାଜ୍ୟଗୁଡ଼ିକୁ ଟିକସ ହସ୍ତାନ୍ତର କିସ୍ତି ବାବଦରେ ୧,୩୯,୭୫୦ କୋଟି ଟଙ୍କା ଦେଲେ କେନ୍ଦ୍ର ସରକାର

ଟିକସ ହସ୍ତାନ୍ତର ବାବଦରେ ଓଡ଼ିଶାକୁ ମିଳିବ ୬୩୨୭ କୋଟି ୯୨ ଲକ୍ଷ ଟଙ୍କାଆଜିର କିସ୍ତିକୁ ମିଶାଇ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨୦୨୪ ଜୁନ୍ ୧୦ ତାରିଖ ସୁଦ୍ଧା ରାଜ୍ୟଗୁଡ଼ିକୁ ମୋଟ ୨,୭୯,୫୦୦ କୋଟି ଟଙ୍କା ହସ୍ତାନ୍ତର ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଟିକସ…
Read More...

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି କେନ୍ଦ୍ର ମନ୍ତ୍ରୀ ପରିଷଦର ନିମ୍ନଲିଖିତ ସଦସ୍ୟମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି :- ନୂଆଦିିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନିମ୍ନ ବିଭାଗ ଓ ମନ୍ତ୍ରଣାଳୟ ଦାୟିତ୍ୱରେ ମଧ୍ୟ ରହିବେ:ପ୍ରଧାନମନ୍ତ୍ରୀ…
Read More...

ରାମୋଜି ରାଓଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ରାମୋଜି ରାଓ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତି ଯିଏ ଭାରତୀୟ ଗଣମାଧ୍ୟମରେ ବିପ୍ଳବ ଆଣିଥିଲେ ।…
Read More...

ଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ପରିବର୍ତ୍ତନ ପାଇଁ ନିଜର ପ୍ରତିବଦ୍ଧତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକର ପ୍ରଦର୍ଶନରେ ଉନ୍ନତି ପାଇଁ ଖୁସି ବ୍ୟକ୍ତ କରିଛନ୍ତି ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ପରିବର୍ତ୍ତନ ପାଇଁ ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି…
Read More...

ଆନ୍ତର୍ଜାତିକ ଯୋଗ ଦିବସ ୨୦୨୪ର ପ୍ରଚାର ପ୍ରସାର କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ସୂଚନା ଓ…

ଆନ୍ତର୍ଜାତିକ ଯୋଗ ଦିବସ ଗଣମାଧ୍ୟମ ସମ୍ମାନ ପୁରସ୍କାର ପ୍ରଦାନ କରାଯିବ ନୂଆଦିଲ୍ଲୀ, (ପିଆଇବି) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏବଂ ଆୟୁଷ ମନ୍ତ୍ରଣାଳୟ ଆନ୍ତର୍ଜାତିକ ଯୋଗ ଦିବସ (ଆଇଡିୱାଇ) ୨୦୨୪ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ…
Read More...

ଜୁନ୍ ୧୫ରୁ ୨୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଅଷ୍ଟାଦଶ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ

ଦିଲ୍ଲୀ, କୋଲକାତା, ଚେନ୍ନାଇ ଓ ପୁଣେରେ ସମାନ୍ତରାଳ ସ୍କ୍ରିନିଂ ସହ ମୁମ୍ବାଇରେ ଆୟୋଜିତ ହେବ ମହୋତ୍ସବ୫୯ଟି ଦେଶରୁ ୬୧ଟି ଭାଷାରେ ୩୧୪ ଚଳଚ୍ଚିତ୍ରର ସ୍କ୍ରିନିଂ ସହିତ ୧୦୦୦ରୁ ଅଧିକ ଚଳଚ୍ଚିତ୍ର ପ୍ରଦର୍ଶନ ପାଇଁ ତାଲିକାଭୁକ୍ତ୨୦୨୪ ସଂସ୍କରଣରେ ପ୍ରାମାଣିକ ଚଳଚ୍ଚିତ୍ରକୁ ପ୍ରୋତ୍ସାହିତ କରିବା…
Read More...

ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ କେନ୍ଦ୍ର ଠାରେ ୬୫. ୭୯% ମତଦାନ ହାର ରେକର୍ଡ

ସାଧାରଣ ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୬୩.୮୮% ମତଦାନ ହାର ରେକର୍ଡ ଭୁବନେଶ୍ୱର, (ପିଆଇବି) : ସାଧାରଣ ନିର୍ବାଚନ ୨୦୨୪ର ସପ୍ତମ ପର୍ଯ୍ୟାୟରେ ଦେଶର ୫୭ଟି ସଂସଦୀୟ କ୍ଷେତ୍ରରେ ମତଦାନ କେନ୍ଦ୍ରଗୁଡ଼ିକରେ ୬୩.୮୮% ମତଦାନ ହାର ରେକର୍ଡ କରାଯାଇଛି । ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧…
Read More...

ସପ୍ତଦଶ ଲୋକସଭା ଭଙ୍ଗ ପାଇଁ ଆଦେଶରେ ସ୍ୱାକ୍ଷର କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ୧୭ତମ ଲୋକସଭାକୁ ତତ୍କାଳ ପ୍ରଭାବ ସହିତ ଭଙ୍ଗ କରିବାକୁ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରପତିଙ୍କୁ ସୁପାରିସ କରାଯାଇଛି । ରାଷ୍ଟ୍ରପତି ୦୫.୦୬.୨୦୨୪ରେ କ୍ୟାବିନେଟର ଏହି ସୁପାରିସକୁ ଗ୍ରହଣ କରିଥିଲେ ଏବଂ ସମ୍ବିଧାନର ଅନୁଚ୍ଛେଦ ୮୫ର ଧାରା (୨)ର ଉପଧାରା (ବି)…
Read More...