Browsing Tag

pib news

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନବ ପରିକଳ୍ପନାରେ ଆୟୋଜନ କରାଯାଉଥିବା ରୋଜଗାର ମେଳା ସରକାରୀ ନିଯୁକ୍ତି…

କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ମନ୍ତ୍ରଣାଳୟର ୯ ବର୍ଷର ଉପଲବ୍ଧିକୁ ନେଇ ଗଣମାଧ୍ୟମକୁ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ, କହିଲେ ଗତ ୯ ବର୍ଷ ମଧ୍ୟରେ ସରକାର ନିଯୁକ୍ତି ପ୍ରକ୍ରିୟା ଉପରେ ପ୍ରାଥମିକତା ଦେଇ ଏହାକୁ ଦ୍ରୁତ, ପାରଦର୍ଶୀ ଓ ନିରପେକ୍ଷ କରିଛନ୍ତି ପ୍ରଧାନମନ୍ତ୍ରୀ
Read More...

ଇତିହାସ ରଚିଲା କେଭିଆଇସି : ୯ ବର୍ଷରେ ୩୩୨ ପ୍ରତିଶତ ବଢ଼ିଲା ବିକ୍ରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ‘ଆତ୍ମନିର୍ଭର ଭାରତ ଅଭିଯାନ’କୁ ଖଦୀ ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ନୂଆ ଉଚ୍ଚତାକୁ ନେଇଯିବା ସହିତ ବିଶ୍ୱ ଆଗରେ ଦୃଢ଼ ଭାରତର ଦୃଢ଼ ଛବି ଉପସ୍ଥାପନ କରିଛି । ସ୍ୱାଧୀନ ଭାରତ ଇତିହାସରେ ପ୍ରଥମ ଥର ପାଇଁ
Read More...

କେନ୍ଦ୍ରୀୟ କ୍ଷେତ୍ର ଯୋଜନା, ‘କୋଇଲା ଓ ଲିଗ୍‌ନାଇଇଟ୍ ଅନ୍ୱେଷଣ ଯୋଜନା’କୁ ଜାରି ରଖିବା ପାଇଁ ମଞ୍ଜୁରି ପ୍ରଦାନ କରିଛି…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ୨୯୮୦ କୋଟି ଟଙ୍କାର ଆନୁମାନିକ ବ୍ୟୟ ସହିତ କେନ୍ଦ୍ରୀୟ କ୍ଷେତ୍ରର ଯୋଜନା, ‘କୋଇଲା ଏବଂ ଲିଗ୍‌ନାଇଇଟ୍ ଅନ୍ୱେଷଣ ଯୋଜନା’କୁ ୨୦୨୧-୨୨ରୁ ୨୦୨୫-୨୬
Read More...

ସମବାୟ କ୍ଷେତ୍ରରେ କାର୍ଯ୍ୟକାରୀ ହେବ ବିଶ୍ୱର ସବୁଠୁ ବଡ଼ ଅନ୍ନ ଭଣ୍ଡାରଣ ଯୋଜନା

ଯୋଜନାର କାର୍ଯ୍ୟକାରିତା ପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି (ଆଇଏମସି) ଗଠନ ଏବଂ କ୍ଷମତା ଅର୍ପଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ନୂଆଦିଲ୍ଲୀ, (ପିଆଇବି) : ଦେଶରେ କାର୍ଯ୍ୟକାରୀ ହେବାକୁ ଯାଉଛି ‘‘ବିଶ୍ୱର ସବୁଠୁ ବଡ଼ ଅନ୍ନ ଭଣ୍ଡାରଣ ଯୋଜନା’’ । ଏହି ଯୋଜନାକୁ
Read More...

ନୀତି ଆୟୋଗର ଅଷ୍ଟମ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଟିମ୍ ଇଣ୍ଡିଆ ଭାବରେ କାର୍ଯ୍ୟ କରିବା ଏବଂ ବିକଶିତ ଭାରତ @ ୨୦୪୭ ପାଇଁ ଲୋକଙ୍କ ସ୍ୱପ୍ନ ଏବଂ ଆକାଂକ୍ଷା ପୂରଣ କରିବା ଉଚିତ୍‍ପ୍ରଧାନମନ୍ତ୍ରୀ ଅମୃତ କାଳର ଦୃଷ୍ଟିଭଙ୍ଗୀ ହାସଲ କରିବା ଦିଗରେ ଦେଶକୁ ଆଗକୁ ନେବାକୁ
Read More...

ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିଛନ୍ତି…

ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀଓଡିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣକୁ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି
Read More...

ଫସ୍‌ଫେଟ୍‌ ଓ ପଟାସ୍‌ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି ଦରରେ ସଂଶୋଧନ ଏବଂ ନୂଆ ଦର ନିର୍ଦ୍ଧାରଣକୁ କ୍ୟାବିନେଟ…

ରବି ଋତୁ ୨୦୨୨-୨୩ (୦୧.୦୧.୨୦୨୩ ଠାରୁ ୩୧.୦୩.୨୦୨୩ ପର୍ଯ୍ୟନ୍ତ) ପାଇଁ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦରରେ ସଂଶୋଧନ ଏବଂ ଖରିଫ ଋତୁ ୨୦୨୩ (୦୧.୦୪.୨୦୨୩ ଠାରୁ ୩୦.୦୯.୨୦୨୩ ପର୍ଯ୍ୟନ୍ତ) ପାଇଁ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ନିର୍ଦ୍ଧାରଣ କରାଗଲାଏହି ପଦକ୍ଷେପ ଯୋଗୁ
Read More...

ମେ’ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ…

ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀଓଡିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତିକରଣକୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
Read More...

ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା – ୨.୦କୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ୨.୦କୁ ମଞ୍ଜୁରି ମିଳିଛି । ଏହି ଯୋଜନା ପାଇଁ ମୋଟ୍‌ ୧୭ ହଜାର କୋଟି ଟଙ୍କାର ବଜେଟ୍‌ ବ୍ୟୟବରାଦ
Read More...

ସଂସ୍କୃତି କାର୍ଯ୍ୟଗୋଷ୍ଠୀ ପ୍ରତିନିଧିସ୍ତରୀୟ ଆଲୋଚନାର ଦ୍ୱିତୀୟ ଦିନ ଅଧିବେଶନକୁ ସମ୍ବୋଧିତ କଲେ କେନ୍ଦ୍ର ସଂସ୍କୃତି…

ଭୁବନେଶ୍ୱରରେ ଆଜି ଶେଷ ହେଲା ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅଧୀନରେ ସଂସ୍କୃତି ମନ୍ତ୍ରଣାଳୟର ଆଲୋଚନା ଅଧିବେଶନକୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ ଜି-୨୦ ଦେଶ ଓ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧି ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରଠାରେ ଚାଲିଥିବା ଜି୨୦ ସଂସ୍କୃତି
Read More...