Browsing Tag

pib news

ପ୍ରଧାନମନ୍ତ୍ରୀଙ୍କ ତାମିଲନାଡୁ ଗସ୍ତ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ଟୁଥୁକୁଡିଠାରେ ୧୭,୩୦୦ କୋଟି ଟଙ୍କାରୁ ଅଧିକ ଏକାଧିକ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନଭି.ଓ ଚିଦାମ୍ବରନାର ବନ୍ଦର ବାହ୍ୟ ପୋତାଶ୍ରୟ କଣ୍ଟେନର ରହଣୀସ୍ଥଳର ଶିଳାନ୍ୟାସ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୭୫ଟି ବତୀଘରର ପର୍ଯ୍ୟଟନ…
Read More...

ରୂପାନ୍ତରଣ ରାସ୍ତାରେ ରେଳବାଇ

ଓଡିଶାର ୫୯ଟି ରେଳ ଷ୍ଟେସନର ବଦଳିବ ପରିପାଟୀ ଭୁବନେଶ୍ୱର, (ପିଆଇବି) : ଅମୃତ ଭାରତ ଷ୍ଟେସନ ଯୋଜନାରେ ପୁନଃବିକଶିତ ହେଉଥିବା ଷ୍ଟେସନ କୋଠାର ଡିଜାଇନ୍ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟରୁ ଅନୁପ୍ରାଣିତ ହେବା ପାଇଁ ସ୍ଥିର କରାଯାଇଥିବା ବେଳେ ସେଥିରେ ଓଡିଶାର ୫୯ଟି ଷ୍ଟେସନକୁ…
Read More...

ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବୃୟାରୀ ୨୮ରୁ ମାର୍ଚ୍ଚ ୨, ୨୦୨୪ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ । ଫେବ୍ରୁଆରି ୨୮ତାରିଖରେ ରାଷ୍ଟ୍ରପତି ରାଞ୍ଚିଠାରେ ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।…
Read More...

‘ମେରା ପହେଲା ଭୋଟ ଦେଶ୍‌କେ ଲିୟେ’ ଅଭିଯାନରେ ସାମିଲ ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଦ୍ୱାରା ଏହି ଅଭିଯାନର ସଙ୍ଗୀତ ଉନ୍ମୋଚିତ ନୂଆଦିଲ୍ଲୀ, (ପିଆଇବି) : ଦେଶର ନିର୍ବାଚନ ପ୍ରକ୍ରିୟାକୁ ଅଧିକ ସମାବେଶୀ କରିବା ସହ ଏଥିରେ ଅଧିକରୁ ଅଧିକ ଲୋକଙ୍କୁ ସମ୍ପୃକ୍ତ କରାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି…
Read More...

କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

୨୬.୯୬ କିଲୋମିଟର ରାଜପଥ ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପାଇଁ ପାଇଁ ୭୧୮.୨୬ କୋଟି ଟଙ୍କା ମଞ୍ଜୁର କଲେ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱର, (ପିଆଇବି) : ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନର…
Read More...

ଫିକ୍କିର ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର

ଭାରତରେ ପୁଞ୍ଜି ନିବେଶ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କ ସହ ଶିଳ୍ପପତିମାନେ ଭାଗିଦାରୀ ସ୍ଥାପନ କରିବା ଆବଶ୍ୟକ : ଶ୍ରୀ ଠାକୁରବିଶ୍ୱର ୪୬% ଡିଜିଟାଲ ଦେଣନେଣ ଭାରତରେ ହୋଇଥାଏ : ଶ୍ରୀ ଠାକୁର ଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି…
Read More...

କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସ୍‌ସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନଗଗନଯାନର ଅଗ୍ରଗତି ସମୀକ୍ଷା କରିବା ସହ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍' ପ୍ରଦାନ କରିଛନ୍ତିନୂଆ କାଳଚକ୍ରରେ ଭାରତ କ୍ରମାଗତ ଭାବରେ ବିଶ୍ୱ ବ୍ୟବସ୍ଥାରେ ନିଜର ସ୍ଥାନ ବିସ୍ତାର କରୁଛି…
Read More...

ପ୍ରାୟ ୪୧,୦୦୦ କୋଟି ଟଙ୍କାର ୨୦୦୦ରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ରାଷ୍ଟ୍ର…

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୯ ହଜାର କୋଟି ଟଙ୍କା ବ୍ୟୟରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସପୁନଃବିକଶିତ ଗୋମତୀ ନଗର ରେଳ ଷ୍ଟେସନର ଉଦ୍‌ଘାଟିତପାଖାପାଖି ୨୧,୫୨୦ କୋଟି ଟଙ୍କା ବ୍ୟୟରେ ସମଗ୍ର ଦେଶରେ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍‌ର ଶିଳାନ୍ୟାସ, ଉଦ୍‌ଘାଟନ ଓ…
Read More...

ଫେବୃଆରୀ ୨୬ରେ ପ୍ରାୟ ୪୧,୦୦୦ କୋଟି ଟଙ୍କାର ୨୦୦୦ରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ…

ପ୍ରଧାନମନ୍ତ୍ରୀ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ ଟି ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଶିଳାନ୍ୟାସ କରିବେପୁନଃବିକଶିତ ଗୋମତୀ ନଗର ରେଳ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀପ୍ରାୟ ୨୧,୫୨୦ କୋଟି ଟଙ୍କା ବ୍ୟୟରେ ସମଗ୍ର ଦେଶରେ ୧୫୦୦…
Read More...

ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ରାଜ୍ୟ ଯୁବ ସଂସଦ ଉତ୍ସବ ଆୟୋଜିତ

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ଫେବୃୟାରୀ ୨୫, ୨୦୨୪ ଦିନ ରାଜ୍ୟସ୍ତରୀୟ ଯୁବ ସଂସଦ ଉତ୍ସବ ଆଭାସୀ ଜରିଆରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତଟ ରେଳବାଇର ମୁଖ୍ୟ ଯାତ୍ରୀ ପରିବହନ ପରିଚାଳକ ଜ୍ୟୋତି…
Read More...