ଷୋଡ଼ଶ ଅର୍ଥ ଆୟୋଗ ଗଠନ କଲେ ଭାରତ ସରକାର : ଆୟୋଗର ଅଧ୍ୟକ୍ଷ ଡ. ଅରବିନ୍ଦ ପାନାଗାରିଆ
ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଭାରତ ସରକାର ସମ୍ବିଧାନର ଧାରା ୨୮୦(୧) ଅନୁଯାୟୀ ଷୋଡ଼ଶ ଅର୍ଥ ଆୟୋଗ ଗଠନ କରିଛନ୍ତି । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା କଲମ୍ବିଆ ବିଶ୍ୱବିଦ୍ୟାଳୟର ପ୍ରଫେସର ଡକ୍ଟର ଅରବିନ୍ଦ ପାନଗାରିଆ ଏହାର ଅଧ୍ୟକ୍ଷ ହେବେ । ଷୋଡ଼ଶ ଅର୍ଥ!-->…
Read More...
Read More...