୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ୱତନ୍ତ୍ର ସହାୟତା ନିମନ୍ତେ ଯୋଜନା
ନୂଆଦିଲ୍ଲୀ, (ପିଆଇବି) : ୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ବତନ୍ତ୍ର ସହାୟତା ନିମନ୍ତେ ଭାରତ ସରକାର ଏକ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ଅଧୀନରେ, ପୁଞ୍ଜି ବିନିଯୋଗ ପ୍ରକଳ୍ପ ପାଇଁ ୫୦ ବର୍ଷ ଲାଗି ସୁଧମୁକ୍ତ ଋଣ ଆକାରରେ ରାଜ୍ୟ ସରକାରମାନଙ୍କୁ ଆର୍ଥିକ ସହାୟତା!-->…
Read More...
Read More...