ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରରେ ଜି-୨୦ ଜନଭାଗିଦାରୀ ସାଇକେଲ ଶୋଭାଯାତ୍ରା
ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଷ୍ଟମ ଦିବସରେ ଏକ ବିଶାଳ ସାଇକେଲ ଶୋଭାଯାତ୍ରା ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି. ଅଗ୍ରୱାଲଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଭାରତ ଜି-୨୦ର ଅଧ୍ୟକ୍ଷତା ଗ୍ରହଣ କରିଥିବାରୁ!-->…
Read More...
Read More...