Browsing Tag

pib news

ଦେଶ ପାଇଁ ୪୦,୦୦୦ରୁ ଅଧିକ ଅମୃତ ସରୋବର ଉତ୍ସର୍ଗୀକୃତ : ଭାରତ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ଉଲ୍ଲେଖନୀୟ…

ଦିଲ୍ଲୀ, (ପିଆଇବି) : ସ୍ୱାଧୀନତାର ୭୫ତମ ବର୍ଷରେ, ‘ଆଜାଦିର ଅମୃତ ମହୋତ୍ସବ'ର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ଦେଶର ପ୍ରତ୍ୟେକ ଜିଲ୍ଲାରେ ଅତି କମରେ ୭୫ଟି ଅମୃତ ସରୋବର ନିର୍ମାଣ / ନବୀକରଣ ଲକ୍ଷ୍ୟ ନେଇ ୨୪ ଏପ୍ରିଲ, ୨୦୨୨ରେ ମିଶନ ଅମୃତ ସରୋବର ଆରମ୍ଭ କରିଥିଲେ । ଏହି କାର୍ଯ୍ୟ ଦେଶର…
Read More...

ଆତ୍ମନିର୍ଭର ଭାରତ : ଭାରତୀୟ ନୌସେନା ପାଇଁ ୧୭୦୦ କୋଟି ଟଙ୍କା ମୂଲ୍ୟର ୧୩ ଲିଙ୍କ୍ସ

ୟୁ୨ ଅଗ୍ନି ନିୟନ୍ତ୍ରଣ ବ୍ୟବସ୍ଥା ପାଇଁ ବିଇଏଲ୍ ସହିତ ଚୁକ୍ତି ସ୍ୱାକ୍ଷର କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ ଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ମନ୍ତ୍ରଣାଳୟ, ମାର୍ଚ୍ଚ ୩୦, ୨୦୨୩ ରେ ଭାରତୀୟ ନୌସେନା ପାଇଁ ୧୩ ଟି ଲିଙ୍କ୍ସ - ୟୁ୨ ଅଗ୍ନି ନିୟନ୍ତ୍ରଣ ବ୍ୟବସ୍ଥାକୁ ଆହରଣ କରିବା ପାଇଁ…
Read More...

ଆମେରିକା ଓ ୟୁରୋପରେ ବ୍ୟାଙ୍କ ବ୍ୟବସ୍ଥାରେ ଦେଖାଦେଇଥିବା ସଙ୍କଟ ପରିପ୍ରେକ୍ଷୀରେ ଭାରତର ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ନିର୍ଦ୍ଧାରିତ ନୀତି ନିୟମ ଓ ନିର୍ଦ୍ଦେଶାବଳୀର ଉପଯୁକ୍ତ ପରିପାଳନ ସହିତ ନିୟାମକ ବ୍ୟବସ୍ଥା, ବିପଦ ପରିଚାଳନା (ରିସ୍କ ମ୍ୟାନେଜମେଣ୍ଟ), ଡିପୋଜିଟ୍ ଡାଇଭରସିଫିକସେନ ଓ ସମ୍ପତ୍ତି ଭିତ୍ତି ଉପରେ ଗୁରୁତ୍ୱ ପ୍ରଦାନ …
Read More...

ଛତିଶଗଡର ଜଗଦଲପୁର ଠାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ୍ ବଳ (ସିଆରପିଏଫ୍)ର ୮୪ ତମ ସ୍ଥାପନା ଦିବସ ଉତ୍ସବରେ ମୁଖ୍ୟ ଅତିଥି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସୁରକ୍ଷା ବାହିନୀ ଗତ ୯ ବର୍ଷ ଧରି ବାମପନ୍ଥୀ ଉଗ୍ରବାଦ ବିରୋଧରେ ଦୃଢ଼ ଭାବରେ ଲଢ଼ି ନିର୍ଣ୍ଣାୟକ ବିଜୟ ହାସଲ କରିଛିବାମପନ୍ଥୀ ଉଗ୍ରବାଦୀର କେନ୍ଦ୍ରସ୍ଥଳ ଛତିଶଗଡର ବସ୍ତର ଠାରେ ସିଆରପିଏଫ୍ ପ୍ରଥମ ଥର ପାଇଁ ଏହାର ସ୍ଥାପନା ଦିବସ ପ୍ୟାରେଡ…
Read More...

କେନ୍ଦ୍ର ମନ୍ତ୍ରୀ ପୁରୁଷୋତ୍ତମ ରୂପାଲାଙ୍କ ଓଡ଼ିଶା ଗସ୍ତ

ମତ୍ସ୍ୟପାଳନ ଇକୋସିଷ୍ଟମକୁ ସୁଦୃଢ଼ କରିବା ସହିତ ଜୀବିକା ସୃଷ୍ଟି ଲକ୍ଷ୍ୟ ନେଇ କଲେ ସମୀକ୍ଷା ବୈଠକ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ମତ୍ସ୍ୟପାଳନ, ପଶୁ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପୁରୁଷୋତ୍ତମ ରୂପାଲା ଓଡ଼ିଶା ଗସ୍ତ କରି ଭାରତ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାର…
Read More...

୨୦୨୩-୨୪ ଋତୁ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ୨୦୨୩-୨୪ ଋତୁ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ମଞ୍ଜୁରି ମିଳିଛି । ଏହି ମଞ୍ଜୁରି କୃଷି ଖର୍ଚ୍ଚ ଓ…
Read More...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ୪% ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି

• ବର୍ଦ୍ଧିତ ଡିଏ ଓ ଡିଆର ଜାନୁଆରୀ ପହିଲା ୨୦୨୩ରୁ ପିଛିଲା ଭାବେ ଲାଗୁ ହେବ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କ…
Read More...

ୟୁଡିଆଇଏସଇ ପ୍ଲସ୍‌ର ବିଶ୍ୱସନୀୟତା ଏବଂ ଓଡ଼ିଶାରେ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପିଲାମାନଙ୍କର ସ୍କୁଲ ପାଠପଢ଼ା…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୟୁଡିଆଇଏସଇ ପ୍ଲସ୍‌ର ବିଶ୍ୱସନୀୟତା ଏବଂ ଓଡ଼ିଶାରେ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପିଲାମାନଙ୍କର ସ୍କୁଲ ପାଠପଢ଼ା ଛାଡ଼ିବାର ଉଚ୍ଚ ହାର ସମ୍ପର୍କରେ ସ୍ପଷ୍ଟୀକରଣ ଦିଆଯାଇଛି । ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରରୁ…
Read More...

ବାଲେଶ୍ୱର ଠାରେ ପିଆଇବି ପକ୍ଷରୁ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ବାର୍ତ୍ତାଳାପ ଅନୁଷ୍ଠିତ

● ଗଣତନ୍ତ୍ରରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର● ବାର୍ତ୍ତାଳାପ କର୍ମଶାଳା ଗଣମାଧ୍ୟମ ସହିତ ସମ୍ପର୍କ ଓ ସମନ୍ୱୟ ସ୍ଥାପନର ଏକ ମାଧ୍ୟମ : ପିଆଇବି ଯୁଗ୍ମ ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ ବାଲେଶ୍ୱର, (ପିଆଇବି) : ଭାରତ ସରକାରଙ୍କ…
Read More...

ଓଡ଼ିଶାରେ ୧୦୦% ବିଦ୍ୟୁତିକରଣ ସମ୍ପୂର୍ଣ୍ଣ କଲା ଭାରତୀୟ ରେଳବାଇ

• ଓଡ଼ିଶାର ସମସ୍ତ ବ୍ରଡ୍‌ ଗେଜ୍‌ ନେଟୱର୍କ (୨,୮୨୨ କିଲୋମିଟର)ରେ ହେଲା ୧୦୦ ପ୍ରତିଶତ ବିଦ୍ୟୁତିକରଣ• ବିଦ୍ୟୁତିକରଣ ଦ୍ୱାରା ଲାଇନ୍‌ ହଲ୍‌ ଖର୍ଚ୍ଚ ଅଢ଼େଇ ଗୁଣା ହ୍ରାସ ପାଇବ ଭୁବନେଶ୍ୱର, (ପିଆଇବି) : ୨୦୩୦ ସୁଦ୍ଧା ନେଟ୍‌ ଜିରୋ କାର୍ବନ ଏମିଟର ବା ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ…
Read More...