ଭାରତୀୟ ପ୍ରେସ ପରିଷଦ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ
ନୂଆଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀର ସ୍କୋପ ସମ୍ମିଳନୀ କେନ୍ଦ୍ର ଠାରେ ବୁଧବାର ଦିନ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ‘‘ରାଷ୍ଟ୍ର ନିର୍ମାଣରେ ଗଣମାଧ୍ୟମର ଭୂମିକା’’ ବିଷୟବସ୍ତୁକୁ ନେଇ ପ୍ରେସ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ସମାରୋହରେ କେନ୍ଦ୍ର!-->…
Read More...
Read More...