୧୧ ମାର୍ଚ୍ଚରେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ୍ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୧, ୨୦୨୧ (ଗୁରୁବାର) ପୂର୍ବାହ୍ନ ୧୦.୨୫ରେ ଭର୍ଚୁଆଲ ମାଧ୍ୟମରେ ସ୍ୱାମୀ ଚିଦଭବାନନ୍ଦଜୀଙ୍କ ଭଗବଦ୍ ଗୀତାର କିଣ୍ଡଲ୍ ସଂସ୍କରଣକୁ ଉନ୍ମୋଚନ କରିବେ ଏବଂ ଏହି ସମାରୋହକୁ ସମ୍ବୋଧିତ କରିବେ।ସ୍ୱାମୀ ଚିଦଭବାନନ୍ଦଜୀଙ୍କ!-->…
Read More...
Read More...