Browsing Tag

pib news

କୋଭିଡ-୧୯ ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୩୦.୫୪ କୋଟି ଡୋଜରୁ ଅଧିକ ଟିକାଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୧.୫୦ କୋଟିରୁ ଅଧିକ ଡୋଜ ନୂଆଦିଲ୍ଲୀ, (ପିଆଇବି) : ସାରା ଦେଶରେ କୋଭିଡ-୧୯ ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର…
Read More...

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା (ପର୍ଯ୍ୟାୟ-୪) ଅନ୍ତର୍ଗତ ଜୁଲାଇରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଅଧିକ ପାଞ୍ଚ ମାସ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା (ପର୍ଯ୍ୟାୟ-୪) ଅନ୍ତର୍ଗତ ଜୁଲାଇରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଅଧିକ ପାଞ୍ଚ ମାସ ପାଇଁ ଏନଏଫଏସଏ ହିତାଧିକାରୀମାନଙ୍କୁ ଅତିରିକ୍ତ…
Read More...

କୋଭିଡ-୧୯ ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନା

ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୨୯.୧୦ କୋଟି ଡୋଜରୁ ଅଧିକ ଟିକାଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୩.୦୬ କୋଟିରୁ ଅଧିକ ଡୋଜ ନୂଆଦିଲ୍ଲୀ, (ପିଆଇବି) : ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ…
Read More...

ଭାରତୀୟ ଆଇଟି ନିୟମ-୨୦୨୧ ସମ୍ପର୍କରେ ମାନବିକ ଅଧିକାର ପରିଷଦକୁ ଭାରତୀୟ ସ୍ଥାୟୀ ମିଶନର ସ୍ପଷ୍ଟୀକରଣ

• ବରିଷ୍ଠ ଅଂଶୀଦାରଙ୍କ ସହ ଆଲୋଚନା ପରେ ଚୂଡାନ୍ତ ହୋଇଛି ଆଇଟି ନିୟମ• ସାମାଜିକ ଗଣମାଧ୍ୟମର ସାଧାରଣ ବ୍ୟବହାରକାରୀଙ୍କୁ ସଶକ୍ତ କରିବା ପାଇଁ ହୋଇଛି ଆଇଟି ନିୟମ ନୂଆଦିଲ୍ଲୀ, (ପିଆଇବି) : ଜାତିସଂଘର ଭାରତୀୟ ସ୍ଥାୟୀ ମିଶନ କାର୍ୟ୍ୟାଳୟ ଓ ଜେନିଭାସ୍ଥିତ ଅନ୍ୟାନ୍ୟ ଆନ୍ତର୍ଜାତିକ ସଂଗଠନ,…
Read More...

ରାମକୃଷ୍ଣ ମଠର ସ୍ଵାମୀ ଶିବମୟାନନ୍ଦଜୀ ମହାରାଜଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ, (ପିଆଇବି) : ରାମକୃଷ୍ଣ ମଠର ସ୍ଵାମୀ ଶିବମୟାନନ୍ଦଜୀ ମହାରାଜଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାମକୃଷ୍ଣ ମଠର ସ୍ଵାମୀ ଶିବମୟାନନ୍ଦଜୀ ମହାରାଜ ସାମାଜିକ ସଶକ୍ତିକରଣ ଉପରେ…
Read More...

ବିଶିଷ୍ଟ ସ୍ନାୟୁବିଜ୍ଞାନୀ ଡଃ ଅଶୋକ ପାନାଗାରିୟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ, (ପିଆଇବି) : ବିଶିଷ୍ଟ ସ୍ନାୟୁବିଜ୍ଞାନୀ ଡଃ ଅଶୋକ ପାନାଗାରିୟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଡଃ ଅଶୋକ ପାନାଗାରିୟା ଜଣେ ଉଲ୍ଲେଖନୀୟ ସ୍ନାୟୁବିଜ୍ଞାନୀ ଭାବେ ନିଜର ପରିଚୟ…
Read More...

ଆନ୍ତର୍ଜାତିକ ଯୋଗ ଦିବସ ୨୦୨୧ ପାଇଁ ‘ନମସ୍ତେ ଯୋଗ’ ଆପ୍ ଉନ୍ମୋଚିତ

ନୂଆଦିଲ୍ଲୀ, (ପିଆଇବି) : ସପ୍ତମ ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରେ ଅନଲାଇନ ଅନାବରଣ କାର୍ୟ୍ୟକ୍ରମ ଆୟୋଜିତ ହୋଇଯାଇଛି, ଯେଉଁଥିରେ ବିଖ୍ୟାତ ଯୋଗଗୁରୁ ଏବଂ ଅଭିଜ୍ଞସମ୍ପନ୍ନ ଯୋଗ ପ୍ରତିନିଧି ମଣ୍ଡଳୀ ଓ ଦୁଇ ଜଣ କେନ୍ଦ୍ରମନ୍ତ୍ରୀ ଭର୍ଚୁଆଲ ପ୍ଲାଟଫର୍ମରେ ଉଭୟ…
Read More...

୪୪ତମ ଜିଏସଟି ପରିଷଦ ବୈଠକର ସୁପାରିସ : କୋଭିଡ ଚିକିତ୍ସା ଓ ପରିଚାଳନାରେ ବ୍ୟବହୃତ ହେଉଥିବା ସାମଗ୍ରୀ ଉପରୁ ଜିଏସଟି…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ୪୪ତମ ଜିଏସଟି ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ-୧୯ ଚିକିତ୍ସା ଓ ପରିଚାଳନାରେ ବ୍ୟବହୃତ ହେଉଥିବା ନିର୍ଦ୍ଦିଷ୍ଟ କେତେକ…
Read More...

ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମକୁ ୟୁଏନଡିପିର ପ୍ରଶଂସା : ବିଶ୍ୱର ଅନ୍ୟ ଭାଗରେ ଅନୁକରଣ ପାଇଁ ସୁପାରିସ

● ସ୍ୱାସ୍ଥ୍ୟ ଓ ପୁଷ୍ଟିସାଧନ ସମେତ କୋଭିଡ୍ ମୁକାବିଲା କ୍ଷେତ୍ରରେ ମାଲକାନଗିରି ଜିଲ୍ଲାର ଉଲ୍ଲେଖନୀୟ ସଫଳତାକୁ ପ୍ରଶଂସା● ରିପୋର୍ଟରେ କାର୍ଯ୍ୟକ୍ରମର ଅଭିନବ ସହଭାଗୀ ପ୍ରକୃତିକୁ ପ୍ରଶଂସା ନୂଆଦିଲ୍ଲୀ, (ପିଆଇବି) : ଏକ ନିରପେକ୍ଷ ରିପୋର୍ଟରେ, ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ…
Read More...

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିଏସଆଇଆର ସୋସାଇଟିର ବୈଠକ ଅନୁଷ୍ଠିତ

ଚଳିତ ଦଶନ୍ଧିର ଆବଶ୍ୟକତାକୁ ଦୃଷ୍ଟିରେ ରଖି ତଥା ଆଗାମୀ ଦଶନ୍ଧିର ଆବଶ୍ୟକତା ଅନୁସାରେ ଆମକୁ ପ୍ରସ୍ତୁତ ହେବାକୁ ପଡ଼ିବ : ପ୍ରଧାନମନ୍ତ୍ରୀନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବୈଜ୍ଞାନିକ ଓ ଶିଳ୍ପ ଗବେଷଣା ପରିଷଦ (ସିଏସଆଇଆର) ସୋସାଇଟିର…
Read More...