Browsing Tag

pib news

ଭୁବନେଶ୍ୱର ସମେତ ୧୦ଟି ସହରରେ ଆରମ୍ଭ ହେବ ପେୟ ଜଳ ସର୍ବେକ୍ଷଣ ପାଇଲଟ୍ ପ୍ରକଳ୍ପ

● ପାଇଲଟ୍ ପ୍ରକଳ୍ପରୁ ପ୍ରାପ୍ତ ଅଭିଜ୍ଞତା ଆଧାରରେ ଅମୃତ ସହରରେ କାର୍ୟ୍ୟକାରୀ ହେବ ସର୍ବେକ୍ଷଣ● ସମାନତାପୂର୍ଣ୍ଣ ଜଳ ବିତରଣ, ବର୍ଜ୍ୟଜଳ ପୁନଃଉପଯୋଗ ସମ୍ପର୍କରେ ସୂଚନା ସଂଗ୍ରହ କରିବା ଏବଂ ପ୍ରତିଯୋଗିତାମୂଳକ ପ୍ରକ୍ରିୟାରେ ଜଳଉତ୍ସଗୁଡ଼ିକର ମ୍ୟାପିଂ ଲାଗି ହେବ ଏହି ସର୍ବେକ୍ଷଣ …
Read More...

ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ : ପ୍ରଧାନମନ୍ତ୍ରୀ

ଔପନିବେଶିକ ଶକ୍ତି ଏବଂ ସେହି ମନୋବୃତ୍ତିର ଲେଖକଙ୍କ ଦ୍ୱାରା ରଚିତ ଇତିହାସ, ଭାରତର ଇତିହାସ ନୁହେଁ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ…
Read More...

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଜ ସୁହେଲ ଦେବ ସ୍ମାରକ ଓ ଚିତ୍ତୌରା ହ୍ରଦ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ

ଭାରତୀୟତାର ପରିଚୟ ସୁରକ୍ଷାରେ ମହାରାଜ ସୁହେଲ ଦେବଙ୍କ ଅବଦାନକୁ ଉପେକ୍ଷା କରାଯାଇଛି : ପ୍ରଧାନମନ୍ତ୍ରୀଇତିହାସ ନିର୍ମାତାଙ୍କ ପ୍ରତି ଲେଖକମାନେ କରିଥିବା ଅନ୍ୟାୟକୁ ଏବେ ସଂଶୋଧନ କରାଯାଉଛି : ଶ୍ରୀ ମୋଦୀଏହି ବସନ୍ତ ଭାରତ ପାଇଁ ନୂଆ ଆଶା ଆଣିଛି ଏବଂ ମହାମାରୀର ନୈରାଶ୍ୟକୁ ପଛରେ ପକାଇ…
Read More...

ଶ୍ରୀରାମଚନ୍ଦ୍ର ମିଶନର ୭୫ତମ ବର୍ଷ ପୂର୍ତ୍ତି ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ଗୃହସ୍ଥ ଜ୍ଞାନ ଏବଂ ଯୋଗ-ଆୟୁର୍ବେଦ କରୋନା ମୁକାବିଲାରେ ବଡ଼ ଭୂମିକା ନିର୍ବାହ କରିଥିଲା : ପ୍ରଧାନମନ୍ତ୍ରୀଭାରତୀୟ ସ୍ୱସ୍ଥ ଓ ନିରାମୟ ବିଚାର ରୋଗର କେବଳ ଚିକିତ୍ସା ମଧ୍ୟରେ ସୀମିତ ନୁହେଁ : ଶ୍ରୀ ମୋଦୀଯୋଗ ଓ ଆୟୁର୍ବେଦ ସମଗ୍ର ବିଶ୍ୱକୁ ସେମାନେ ବୁଝୁଥିବା ଭାଷାରେ ଉପସ୍ଥାପିତ କରାଯିବା…
Read More...

ଫେବୃଆରୀ ୧୭ରେ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସକମ ଟେକ୍ନୋଲୋଜି ଏବଂ ଲିଡରସିପ ମଞ୍ଚ (ଏନଟିଏଲଏଫ)କୁ ଫେବୃଆରୀ ୧୭, ୨୦୨୧ ମଧ୍ୟାହ୍ନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବେ । ଏନଟିଏଲଏଫ ବିଷୟରେ ଏନଟିଏଲଏଫର ୨୯ ତମ ଅଧିବେଶନ ୧୭ ରୁ ୧୯ ଫେବୃଆରୀ…
Read More...

ଜଲଗାଓଁ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ମହାରାଷ୍ଟ୍ରର ଜଲଗାଓଁ ଠାରେ ଘଟିଥିବା ଟ୍ରକ ଦୁର୍ଘଟଣାର ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୁହାଯାଇଛି ଯେ, ମହାରାଷ୍ଟ୍ରର ଜଲଗାଓଁ ଠାରେ ଘଟିଥିବା ହୃଦୟ…
Read More...

କୁର୍ଣ୍ଣୁଲ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଘଟିଥିବା ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ କୁହାଯାଇଛି, ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲଠାରେ…
Read More...

ଫ୍ୟାମିଲି ପେନସନ୍ ସୀମା ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି : ଡ. ଜିତେନ୍ଦ୍ର ସିଂ

ନୂଆଦି‌ଲ୍ଲୀ, (ପିଆଇବି) : କେନ୍ଦ୍ର ସରକାର ଫ୍ୟାମିଲି ପେନସନ୍ କ୍ଷେତ୍ରରେ ଏକ ସୁଦୂରପ୍ରସାରୀ ସଂସ୍କାର ଆଣିଛନ୍ତି । ଏହାର ସର୍ବାଧିକ ସୀମାକୁ ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର (ଡୋନିଅର)…
Read More...

ଡିଜିଲକର ମାଧ୍ୟମରେ ଡିଜିଟାଲ ଇନ୍‍ସ୍ୟୁରାନ୍ସ ପଲିସି ପ୍ରଦାନ କରିବାକୁ ସବୁ ବୀମା କଂପାନୀକୁ ଆଇଆରଡିଏଆଇର ପରାମର୍ଶ

ଏହାଦ୍ୱାରା ଗ୍ରାହକ ଅଧିକ ସୁବିଧା ପାଇବେ ଏବଂ ସେମାନଙ୍କର କ୍ଲେମ ପରିଶୋଧ କାର୍ୟ୍ୟ ସହଜ ଓ ଶୀଘ୍ର ହୋଇପାରିବଡିଜିଟାଲ ପଲିସି ଦ୍ୱାରା ବିବାଦ ଏବଂ ଠକେଇ କମିବନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ବୀମା ନିୟନ୍ତ୍ରକ ପ୍ରାଧିକରଣ ବା ଆଇଆରଡିଏଆଇ ଚଳିତମାସ ୯ ତାରିଖରେ ଏକ ନିର୍ଦେଶାବଳୀ ଜାରି କରି…
Read More...

ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତି

ନୂଆଦିଲ୍ଲୀ, (ପିଆଇବି) : ପାନ୍‍ଗଙ୍ଗ ସୋ ସୀମାନ୍ତରୁ ସୈନ୍ୟ ପ୍ରତ୍ୟାହାର ନେଇ କେତେକ ବିଭ୍ରାନ୍ତିକର ଓ ଅତିରଞ୍ଜିତ ଖବର ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟର ଦୃଷ୍ଟିକୁ ଆସିଛି ।ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ବାସ୍ତବରେ ସେଠାକାର…
Read More...