ସଂସଦରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଉଦବୋଧନ
ମାନନୀୟ ସଦସ୍ୟଗଣ,
ସଂସଦର ଉଭୟ ସଦନରେଏକାଠି ଭାଷଣ ଦେବା ମୋତେ ଅତି ଆନନ୍ଦ ଦେଉଛି। ଗତ ବର୍ଷ ଭାରତର ଦ୍ରୁତ ବିକାଶ ଏବଂ ଏହାର ସମୃଦ୍ଧ ଐତିହ୍ୟ ପାଇଁ ସ୍ମରଣୀୟ ହୋଇ ରହିଛି। ଏହି ସମୟ ଅନେକ ପ୍ରେରଣା ନେଇଆସିଛି। ବର୍ତ୍ତମାନ ଭାରତ ବନ୍ଦେ ମାତରମର 150 ବର୍ଷ ପାଳନ କରୁଛି। ଏହି ଗଭୀର!-->!-->!-->…
Read More...
Read More...