Browsing Tag

pib news

ଓଡ଼ିଶା ସମେତ ୩ ରାଜ୍ୟକୁ ମିଳିଲା ୨୮୪ କୋଟି ଟଙ୍କାର ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ

ଓଡ଼ିଶାର ୬୦୮୫ଟି ଯୋଗ୍ୟ ଗ୍ରାମପଞ୍ଚାୟତ ଏବଂ ୬୩ଟି ବ୍ଲକ୍ ପଞ୍ଚାୟତ ପାଇଁ ୨୪୦ କୋଟିରୁ ଅଧିକ ଟଙ୍କାର ଅନୁଦାନ ଆବଣ୍ଟନ କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ, (ପିଆଇବି) : ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଓଡ଼ିଶା ସମେତ ତିନୋଟି ରାଜ୍ୟକୁ କେନ୍ଦ୍ର ସରକାର ପଞ୍ଚଦଶ ଅର୍ଥ ଆୟୋଗଙ୍କ ୨୮୪ କୋଟି
Read More...

ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍ (ଭିଭିପି) କର୍ମଶାଳାକୁ ମୁଖ୍ୟ ଅତିଥି ଭାବେ ସମ୍ବୋଧିତ କରିଛନ୍ତି କେନ୍ଦ୍ର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରୁ କହିଥିଲେ ଯେ, ଜନସଂଖ୍ୟାରେ ହେଉଥିବା ପରିବର୍ତ୍ତନ ଆମ ସମସ୍ତଙ୍କ ପାଇଁ ଚିନ୍ତାର ବିଷୟ ଏବଂ ସୀମାନ୍ତବର୍ତ୍ତୀ ଗ୍ରାମ ଗୁଡ଼ିକର ଜିଲ୍ଲାପାଳମାନେ ମଧ୍ୟ ଏହାକୁ ନିଜର କର୍ତ୍ତବ୍ୟ ବୋଲି ଗୁରୁତ୍ଵ ଦେବା ଜରୁରୀସୀମାନ୍ତବର୍ତ୍ତୀ ଗ୍ରାମରୁ
Read More...

ବିକଶିତ ଭାରତ ପାଇଁ ନାରୀଶକ୍ତି: ଭାରତର ଅର୍ଥନୈତିକ ରୁପାନ୍ତରଣର ନେତୃତ୍ୱ ନେଉଛନ୍ତି ମହିଳା

ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି ଓ ମହିଳା ବେକାରୀ ୩.୨%କୁ ହ୍ରାସ ପାଇଛି : ପିଏଲଏଫଏସ ତଥ୍ୟ ନୂଆଦିଲ୍ଲୀ, (ପିଆଇବି) : ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ପାଇଁ, ଭାରତ କର୍ମଶକ୍ତିରେ ୭୦ ପ୍ରତିଶତ ମହିଳା ଅଂଶଗ୍ରହଣ ନିଶ୍ଚିତ କରିବାର ଏକ ମହତ୍ୱାକାଂକ୍ଷୀ
Read More...

ଭୁବନେଶ୍ୱରଠାରେ ବେସାମରିକ ବିମାନ ଚଳାଚଳ ଉପରେ ପୂର୍ବାଞ୍ଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ

● କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅମାନଙ୍କୁ ଦିଆଯିବ ସ୍ୱତନ୍ତ୍ର ପାଇଲଟ୍ ଟ୍ରେନିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ● ଗତ ୧୧ ବର୍ଷ ମଧ୍ୟରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ହୋଇଛି ବ୍ୟାପକ ରୂପାନ୍ତରଣ; ପ୍ରତି ୪୫ ଦିନରେ ଗୋଟିଏ ବିମାନ ବନ୍ଦର ହେଉଛି କାର୍ଯ୍ୟକ୍ଷମ
Read More...

ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ ଉଦଯାପିତ

ଶୀର୍ଷରେ ରହିଲେ ଓଡ଼ିଶା, ମଧ୍ୟପ୍ରଦେଶ ଏବଂ କେରଳ ନୂଆଦିଲ୍ଲୀ, (ପିଆଇବି) : ଜାମ୍ମୁକାଶ୍ମୀର ଶ୍ରୀନଗରସ୍ଥିତ ଡାଲ୍ ହ୍ରଦରେ ଆୟୋଜିତ ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଖେଲୋ ଇଣ୍ଡିଆ ଜଳକ୍ରୀଡା ମହୋତ୍ସବରେ ମଧ୍ୟପ୍ରଦେଶ, ଓଡ଼ିଶା ଏବଂ କେରଳ ଶ୍ରେଷ୍ଠ
Read More...

ସମ୍ବିଧାନ (୧୩୦ତମ ସଂଶୋଧନ) ବିଲ୍ ୨୦୨୫ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି କେନ୍ଦ୍ର…

ନୂଆଦିଲ୍ଲୀ, (ପିଆଇବି) : ଜଣେ ପ୍ରଧାନମନ୍ତ୍ରୀ, ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଜେଲରୁ ସରକାର ଚଳାଇବା ଦେଶର ଗଣତନ୍ତ୍ର ପ୍ରତି ଅପମାନ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇଁ ସରକାରଙ୍କ ସଚିବ ଏବଂ ମୁଖ୍ୟ ସଚିବ ଜେଲକୁ ଯିବା ଆମ ଗଣତନ୍ତ୍ର ପାଇଁ ଠିକ୍ ନୁହେଁ
Read More...

ଯାତ୍ରୀଙ୍କ ପାଇଁ ଖୁସି ଖବର : ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, (ପିଆଇବି) : ଆସନ୍ତା ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ପରିଚାଳନା କରିବା ଏବଂ ଉନ୍ନତ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ, ଭାରତୀୟ ରେଳବାଇ ପାଟନା ଏବଂ ପୁରୀ ମଧ୍ୟରେ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌ ସେବା ପରିଚାଳନା କରିବାକୁ ନିଷ୍ପତ୍ତି ନେଇଛି ।
Read More...

ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ମହାମହିମ ପ୍ରଧାନମନ୍ତ୍ରୀ ରାବୁକା,ଉଭୟ ଦେଶର ପ୍ରତିନିଧିଗଣ,ସାମ୍ବାଦିକ ବନ୍ଧୁମାନେ,ନମସ୍କାରବୁଲା ବିନାକାମୁଁ ପ୍ରଧାନମନ୍ତ୍ରୀ ରାବୁକା ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛି । ୩୩ ବର୍ଷ ପରେ ୨୦୧୪ ମସିହାରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଫିଜି ମାଟିରେ ପାଦ ଦେଇଥିଲେ ।
Read More...

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ସ୍ୱାଧୀନତା ସଂଗ୍ରାମୀ ବିଠଲଭାଇ ପଟେଲ କେନ୍ଦ୍ରୀୟ ବିଧାନସଭାର ପ୍ରଥମ ନିର୍ବାଚିତ ଭାରତୀୟ ବାଚସ୍ପତି ହେବାର ୧୦୦ ବର୍ଷ ପୂର୍ତ୍ତିକୁ ସ୍ମରଣ କରିବା ପାଇଁ ଦିଲ୍ଲୀ ବିଧାନସଭାରେ ବାଚସ୍ପତି ସମ୍ମିଳନୀ ଆୟୋଜିତବିଠଲଭାଇ ପଟେଲ ଭାରତୀୟ ବିଚାର ଉପରେ ଆଧାରିତ ଗଣତାନ୍ତ୍ରିକ ଉପାୟରେ ଦେଶକୁ ଚଳାଇବା
Read More...

ସମନ୍ୱିତବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ କଲା ଡିଆରଡିଓ

ନୂଆଦିଲ୍ଲୀ, (ପିଆଇବି) : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ସମନ୍ୱିତ ବାୟୁ ପ୍ରତିହକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀ (ଆଇଏଡିଡବ୍ଲୁଏସ)ର ପ୍ରଥମ ସଫଳ ପରୀକ୍ଷଣ ସମ୍ପନ୍ନ କରିଛି । ୨୩ ଅଗଷ୍ଟ ୨୦୨୫ରେ ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଓ ଡ଼ିଶା ଉପକୂଳରୁ ଏହି ପରୀକ୍ଷଣ କରାଯାଇଥିଲା
Read More...