Browsing Tag

puintala news

ମଲମୁଣ୍ଡା କ୍ଲଷ୍ଟର ଚତୁର୍ଥ ମାସିକ ବୈଠକ

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ୍ ଅନ୍ତର୍ଗତ ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜୁହ୍ନାପଦର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ଆବାହକ କ୍ରମେ ଓସେପା, ଓଡିଶାଙ୍କ ପତ୍ର ସଂଖ୍ୟା- ୧୧୦୧୬ / ଟିଇଓ…
Read More...

ଓଏଭି ମହିମୁଣ୍ଡାରେ ୧୨ତମ ପ୍ରତିଷ୍ଠା ଦିବସ ପାଳିତ

"ଶିକ୍ଷା ସହ ଚରିତ୍ର ଗଠନ ହିଁ ସଫଳତାର ମୂଳମନ୍ତ୍ର" ବଲାଙ୍ଗିର/ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ(ଓଏଭି), ମହିମୁଣ୍ଡାରେ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ…
Read More...

ମଲମୁଣ୍ଡା କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ୍ ଅନ୍ତର୍ଗତ ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଜାମପାଲି ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ଆବାହକ କ୍ରମେ ଓସେପା, ଓଡିଶାଙ୍କ ପତ୍ର ସଂଖ୍ୟା- ୯୯୯୦ / ତା.୦୩.୦୯.୨୦୨୬…
Read More...

ହତ୍ୟା ନାଁ ଦୁର୍ଘଟଣା, ଥାନାର ଦ୍ୱାରସ୍ଥ ପରିବାର

ପୁଇଁତଲା, (କେପିଏନ୍‌ଏସ୍‌) : ମାଲିକ କହୁଛି ଦୁର୍ଘଟଣା, ପରିବାର କହୁଛନ୍ତି ହତ୍ୟା । ଏଭଳି ଏକ ଅଭିଯୋଗ ହୋଇଛି ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନାରେ । ସୋନପୁର ଜିଲ୍ଲା ତରଭା ଥାନା ଝାରତରଭା ଗାଁର ମାଲୁ ବାରିକ ନିଜ ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି । ମାଲୁଙ୍କ ପୁଅ ପପୁ…
Read More...

ବିଦେଶୀ ମଦ ବିକ୍ରି ସମୟରେ ମାଡି ବସିଲା ପୁଲିସ

ପୁଇଁତଲା, (ଦେବାଶିଷ ମିଶ୍ର) : ପୁଇଁତଲା ଥାନାର ପେଟ୍ରୋଲିଂ ଟିମ୍ ପୁଡାପାଲିଠାରେ ବିଦେଶୀ ମଦ ବିକ୍ରି କରୁଥିବା ସମୟରେ ଜଣେ ଅଭିଯୁକ୍ତକୁ ଗିରଫ କରିଛନ୍ତି । ଗିରଫ ଅଭିଯୁକ୍ତ ଜଣକ ଔରଙ୍ଗାବାଦ (ବିହାର) ନିବାସୀ ଗୌରବ କୁମାର ଗୁପ୍ତା ହୋଇଥିବା ବେଳେ ​ତଲାସି ସମୟରେ ଅଭିଯୁକ୍ତଙ୍କ ପାଖରୁ ମୋଟ…
Read More...

ଭାଗବତ କଥା ଜ୍ଞାନଯଜ୍ଞ ସମାପନ

ପୁଇନ୍ତଲା, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ବୁବେଲ ସ୍ଥିତ ମହିମା ରାଇସ୍ ମିଲ୍ ଠାରେ ଚଳିତ ୧୦ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ବ୍ୟାସ ସରୋଜ କୁମାର ବେଦବାକ୍‌ଙ୍କ ଦ୍ଵାରା ସୁମଧୁର ବାଣୀରେ ଭାଗବତ ପାଠ କରାଯାଇଥିଲା । ଗୁରୁପ୍ରସାଦ ମିଶ୍ରଙ୍କ ଦ୍ଵାରା ସାତଦିନ ଧରି ପଠନ, ପ୍ରବଚନ, ପୂଜା…
Read More...

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ପୁଇଁତଲା, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଗଇନ୍ତଲାପଡିଆଠାରେ ପୁଇଁନ୍ତଲା ବ୍ଲକର ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁଇନ୍ତଲା ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତରୁ ୫୦୦ ରୁ ଅଧିକ ମତ୍ସ୍ୟଜୀବୀ ଏବଂ ପ୍ରାଣୀପାଳକ ତଥା ସ୍ଵୟଂ ସହାୟକ ଗୋଷ୍ଠୀ ଦଳର ମାଁ…
Read More...

ପୁଇଁତଲା ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର

"ଫୁଟବଲ ଖେଳ ଆମକୁ ଏକତା ଶିକ୍ଷା ଦିଏ" ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା ଖେଳ ପଡିଆ ଠାରେ ୧୭ବର୍ଷରୁ କମ ବାଳକ ଓ ବାଳିକା ମାନଙ୍କର ବ୍ଲକ ସ୍ତରୀୟ ଫୁଟବଲ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଥିଲା । ବ୍ଲକର ୪ଟି ଜୋନ ବିଲେଇସର୍ଡା, ବହଲପଦର,…
Read More...

ପୁଇଁତଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଅଟଗାଁ ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁଇଁତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ସବ୍‌ କଲେକ୍ଟର…
Read More...

ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୩୫ତମ ପ୍ରତିଷ୍ଠା ଦିବସ ପାଳିତ

ପୁଇଁତଲା : ପୁଇଁତଲା ବ୍ଲକ ଅନ୍ତର୍ଗତ ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମହିମୁଣ୍ଡା ୧୯ ସେପ୍ଟେମ୍ବରରେ ତାର ୩୫ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଅନୁଷ୍ଠାନର ମୁଖ୍ୟ ଦୁର୍ଯ୍ୟୋଧନ ପ୍ରଧାନଙ୍କ ସଭାପତିତ୍ୱରେ ପ୍ରତିଷ୍ଠାତା ସଦସ୍ୟ ରମାରଞ୍ଜନ ପଧାନ, ଲୋକନାଥ ପ୍ରଧାନ, ରାମ ପ୍ରସାଦ…
Read More...