ସହକାରୀ ଯନ୍ତ୍ରୀଙ୍କୁ ମାଡ଼ ମାରି ଗିରଫ ହେଲେ ବ୍ଲକ୍ ଉପାଧ୍ୟକ୍ଷ
ପୁଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ୍ ଉପାଧ୍ୟକ୍ଷ ସନ୍ତୋଷ ଗୁରାଣ୍ଡି ପୁଣିଥରେ ଗିରଫ ହୋଇଛନ୍ତି । ୨୦୧୯ ମାର୍ଚ୍ଚ ମାସରେ ତତ୍କାଳୀନ ବିଡିଓ ସରୋଜ ମିଶ୍ରଙ୍କୁ ଫିଲ୍ମ ଷ୍ଟାଇଲରେ ଅପହରଣ ଅଭିଯୋଗରେ ସନ୍ତୋଷ ଗୁରାଣ୍ଡି ଗିରଫ ହୋଇ ଚର୍ଚ୍ଚାକୁ ଆସିଥିଲେ ।!-->…
Read More...
Read More...