ପୁଇଁନ୍ତଲା ବ୍ଲକରେ ଶିଶୁ ସୁରକ୍ଷା, ପୋଷ୍ୟ ସନ୍ତାନ ଗ୍ରହଣ ଆଧାରିତ ସଚେତନତା ଶିବିର ଅନୁଷ୍ଠିତ
ପୁଇଁନ୍ତଲା, (କେପିଏନ୍ଏସ୍) : ପୁଇନ୍ତଳା ବ୍ଲକର ସଭାଗୃହ ଠାରେ ବ୍ଲକ୍ସ୍ତରୀୟ ଶିଶୁ ସୁରକ୍ଷା ଓ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା କର୍ମଶାଳା ବ୍ଲକର ସୁଷମା ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ!-->…
Read More...
Read More...