Browsing Tag

puintala news

ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କଲେ ଜିଲ୍ଲା ପରିଷଦ…

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ । ଏହି ଅବସରରେ ପୁଇଁନ୍ତଲା ବ୍ଲକ ଚେୟାରମ୍ୟାନଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ ।
Read More...

ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡି ଉପରକୁ ଅଣ୍ଡା ମାଡ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ପେକ୍ସ ଠାରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡି ଉପରକୁ ଅଣ୍ଡା ମାଡ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ପୁଇଁନ୍ତଲା ମଣ୍ଡି ପରିଦର୍ଶନରେ ଯାଇଥିବା ସମୟରେ ବିଜେଡି କର୍ମୀ ଅଣ୍ଡାମାଡ କରିଛନ୍ତି…
Read More...

ସରପଞ୍ଚ ସଙ୍ଘର ଚତୁର୍ଥ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ସରପଞ୍ଚ ସଙ୍ଘର ଚତୁର୍ଥ କାର୍ଯ୍ୟକାରିଣୀ ବୈଠକ ଗତକାଲି ବହଳପଦର ଗ୍ରାମ ପଞ୍ଚାୟତ ଅଫିସ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୁଇଁନ୍ତଲା ବ୍ଲକର ସାମୂହିକ ବିକାଶ ସହିତ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ କିପରି ଗୋଟିଏ ଗୋଟିଏ ଆର୍ଦଶ ଗ୍ରାମ…
Read More...

ମହୀମୁଣ୍ଡା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ନିଷ୍ଠା, ସାଧନା, ଖେଳାଳିମାନଙ୍କର ପ୍ରଧାନ ବ୍ରତ ହେବା ଦରକାର ବଲାଙ୍ଗିର/ପୁଇଁନ୍ତଳା, (କେପିଏନ୍‌ଏସ୍‌) : ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ମହୀମୁଣ୍ଡା ଓଡିଶା ଆଦର୍ଶ ବିଦ୍ୟାଳୟର ୫ମ ବାର୍ଷିକ କ୍ରୀଡା ଉଦ୍‌ଯାପିତ ହୋଇଯାଇଛି । ଦୁଇ ଦିନ ଧରି ହୋଇଥିବା ବାର୍ଷିକ କ୍ରୀଡାକୁ ସ୍ଥାନୀୟ ସରପଞ୍ଚ…
Read More...

ଜାମଗାଁ କଲେଜରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଜାମଗାଁ କଲେଜରେ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶିବଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ଶୋଭାକର ବିଶ୍ୱାଲ ମୁଖ୍ୟ ଅତିଥି, ହେମସାଗର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ…
Read More...

ଛତାମଖନାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଛତାମଖନାଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ୍ରମେ ସିଡିଏମ୍‌ଓ ଓ ଜାମ୍‌ଗାଁ ସିଏଚ୍‌ସି ତତ୍ୱାବଧାନରେ ଅନୁଷ୍ଠିତ ଶିବିରକୁ ଛତାମଖନା ସରପଞ୍ଚ ଅଞ୍ଜଳି ବାଗ ଉଦ୍‌ଘାଟନ…
Read More...

ପୁଇଁନ୍ତଲା ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବୀପତ୍ର ପ୍ରଦାନ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ (ନୂତନ ପେନସନ ଯୋଜନା ଭୁକ୍ତ) ଭୁବନେଶ୍ୱର ଡାକରାରେ ପୁଇଁନ୍ତଲା ବ୍ଲକ ତରଫରୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବୀପତ୍ର ପୁଇଁନ୍ତଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ବାଦଳ ମିଶ୍ରଙ୍କୁ ପ୍ରଦାନ କରାଯାଇଛି ।…
Read More...