ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ
ପୁରୀ : ଆଜିଠାରୁ ବିଧିବଦ୍ଧ ଭାବେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି । ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦନ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି । ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି ।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...