Browsing Tag

puri news

ଓସ୍କାର ପୁରସ୍କାର ପାଇଁ ବାଲୁକା କଳାରେ ଶୁଭେଚ୍ଛା

ପୁରୀ : ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଇତିହାସ ସୃଷ୍ଟି କରିଛି 'RRR' ଫିଲ୍ମର ନାଟୁ ନାଟୁ ଗୀତ ଏବଂ ଚଳଚ୍ଚିତ୍ର 'ଦ ଏଲିଫ୍ୟାଣ୍ଟ ହ୍ୱିସ୍‌ପର୍‌' । 'RRR' ଫିଲ୍ମର ନାଟୁ ନାଟୁ ଗୀତକୁ ଓରିଜିନାଲ ଗୀତ ବର୍ଗରେ ଏବଂ ଚଳଚ୍ଚିତ୍ର 'ଦ ଏଲିଫ୍ୟାଣ୍ଟ ହ୍ୱିସ୍‌ପର୍‌'କୁ ସର୍ଟ ଫିଲ୍ମ
Read More...

ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଅଗ୍ନିକାଣ୍ଡ

ପୁରୀ : ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ଆର୍‌ପିଏଫ୍‌ ଓ ଡିଆର୍‌ପି ପୋଲିସ ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ପୁରୀ ରେଳ ଷ୍ଟେସନର ୧ ନମ୍ବର ପ୍ଲାଟଫର୍ମରେ ଥିବା ଅଳିଆ ଗଦାରେ ନିଆଁ ଲାଗିଛି । ଅଳିଆ ଗଦା ହୁତୁହୁତୁ ହୋଇ
Read More...

ପୁରୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲିଭାଇବାକୁ ୧୨ ଫାୟାର ଗାଡି, ୧୬୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ

ପୁରୀ : ପୁରୀ ମାର୍କେଟ କମ୍ପ୍ଲେକ୍ସ ଓ ସମ୍ରାଟ ହୋଟେଲରେ ନିଆଁ ଲାଗିବା ଘଟଣା । ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ ଏନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ୧୨ଟି ଫାୟାର ଗାଡି, ୧୬୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି ।
Read More...

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମେଣ୍ଢାପୋଡି ନୀତି

ପୁରୀ : ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ । ସେଠାରେ ଗଜପତିଙ୍କ
Read More...

ବାଲୁକା କଳାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକା କଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଅବିକଳ
Read More...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ : ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ଗତକାଲି ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରୀଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଯାଇଛି । ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ ସେବକମାନେ ନୀତି
Read More...

ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ : ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ । ଆଜି ପୁରୀ ଗସ୍ତରେ ଆସି ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି । ଶ୍ରୀମନ୍ଦିରରେ
Read More...

ନେହେରୁ ଯୁବକେନ୍ଦ୍ର ସଂଗଠନ ତରଫରୁ ଯୁବା ସମ୍ବାଦ – ଭାରତ @୨୦୪୭

ପୁରୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣା ଏବଂ ମାର୍ଗଦର୍ଶନରେ ଭାରତ ‘ଆଜାଦି କା ଅମୃତ ମହୋତ୍ସବ’ ସ୍ୱାଧୀନତାର ୭୫ତମ ବର୍ଷ ପାଳନ କରୁଥିବା ବେଳେ ୨୦୪୭ରେ ଆଗାମୀ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବା ପାଇଁ ଭାରତର ସ୍ବର୍ଣ୍ଣିମ ଇତିହାସ, ଲୋକ କଳା, ସଂସ୍କୃତି ଏବଂ ସଫଳତାର
Read More...

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ । ମହାପ୍ରଭୁଙ୍କ ଚାଚେରୀ ବେଶ ସହ ଚାଚେରୀ ଭୋଗ କରାଯାଉଛି । ଆଜି ଭକ୍ତଙ୍କୁ ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ
Read More...

ସ୍ୱର୍ଣ୍ଣ ପଦକ ବିଜୟୀ ବଡି ବିଲଡରଙ୍କୁ ସମ୍ବର୍ଦ୍ଧନା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କର୍ଣ୍ଣାଟକର ମାଙ୍ଗାଲୋରଠାରେ ଚଳିତ ମାସ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ବଡି ବିଲଡିଙ୍ଗ ଚମ୍ପିୟାନସିପର ୭୫ ରୁ ୮୦ କି.ଗ୍ରା. ବର୍ଗରେ ପୁରୀର ଦିବ୍ୟ ଶୁଭ୍ରାଶିଷ ଚିନାରା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।
Read More...