ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ
ପୁରୀ : ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ଗତକାଲି ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରୀଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଯାଇଛି । ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ ସେବକମାନେ ନୀତି!-->…
Read More...
Read More...