Browsing Tag

puri news

ପୁରୀ ପ୍ରବେଶ ପଥରେ ଉଡିଲା ବିଶାଳ ଜାତୀୟ ପତାକା

ପୁରୀ : ପୁରୀ ପ୍ରବେଶ ପଥ ବୀରହରେକୃଷ୍ଣପୁର ଛକରେ ଉଡିଲା ବିଶାଳ ଜାତୀୟ ପତାକା । ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ୧୦୮ ଫୁଟ ଉଚ୍ଚରେ ୩୬ ଫୁଟ ଲମ୍ବ ଓ ୨୪ ଫୁଟ ଓସାରର ଉଡୁଥିବା ଏହି ଜାତୀୟ ପତାକାର ଗତକାଲି ଲୋକାର୍ପଣ କରିଛନ୍ତି ରାଜ୍ୟପାଳ
Read More...

ପୁରୀ ପ୍ରବେଶ ପଥରେ ଉଡ଼ିବ ଐତିହ୍ୟ ସମ୍ପନ୍ନ ପତାକା

ପୁରୀ : ଫ୍ଲାଗ୍‌ ଫାଉଣ୍ଡେସନ ଅଫ୍‌ ଇଣ୍ଡିଆ ଏବଂ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ (ଏନଏଚ୍‌ଏ) ସଂଯୋଜନାରେ ପୁରୀ ପ୍ରବେଶ ପଥ ବାଟଗାଁ ଛକଠାରେ ଲୋକାର୍ପଣ ହେବ ୧୦୮ ଫୁଟର ଐତିହ୍ୟ ସମ୍ପନ୍ନ ଜାତୀୟ ପତାକା । ଏହାକୁ ଉନ୍ମୋଚନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଐତିହ୍ୟ ମାନ୍ୟତା ପାଇଥିବା
Read More...

କୋଣାର୍କ ବେଳାମାର୍ଗରେ ସିରିଜ୍ ଦୁର୍ଘଟଣା, ୨ ମୃତ ୧୩ ଗୁରୁତର

ପୁରୀ : କୋଣାର୍କ ବେଳାମାର୍ଗରେ ସିରିଜ୍ ଦୁର୍ଘଟଣା ଘଟିଥିବା ଜଣାପଡିଛି । କାର, ବାଇକ୍‌ ଏବଂ ଅଟୋ ଆଗ ପଛ ହୋଇ ଧକ୍କା ହୋଇଛନ୍ତି । ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନରେ ଏକ କାର୍‌ ଓ ବାଇକ୍‌ ପୁରୀରୁ କୋଣାର୍କ ଆଡକୁ ଯାଉଥିଲା । କୋଣାର୍କରୁ ଏକ ଅଟୋ ପୁରୀ ଆସୁଥିଲା । ଘନଶ୍ୟାମ ହେମଲତା
Read More...

ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ଶ୍ରୀମନ୍ଦିରରେ ଆସନ୍ତା କାଲି ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ଣରେ ଏହି ନୀତି ସମ୍ପନ୍ନ ହେବ । ଏଣୁ ଭକ୍ତମାନେ ଅପରାହ୍ଣରେ ପ୍ରାୟ ୩ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି
Read More...

ବରକେରା ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଚଳିତ ଶିକ୍ଷାବର୍ଷ ୨୦୨୨-୨୦୨୪ରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାର ପବିତ୍ର ପ୍ରାଙ୍ଗଣରେ ବାର୍ଷିକ
Read More...

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପାଇବେ ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର

ପୁରୀ : ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର ପାଇଁ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମନୋନୀତ ହୋଇଛନ୍ତି । ଏ ନେଇ ଶ୍ରୀ ପଟ୍ଟନାୟକ ରବିବାର ସୂଚନା ଦେଇଛନ୍ତି । କଳା ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ମିଳିବ । ପୁଣେର
Read More...

ଆଜି ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ଼ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ
Read More...

‘ମୋ ପୁରୀ ଓ ମୋ ଶ୍ରୀକ୍ଷେତ୍ର’ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡ଼ିଶା ଚାରୁ ଓ କାରୁକଳା ମହାବିଦ୍ୟାଳୟ ପରିସରରେ ଦୀର୍ଘ ୭ ଦିନ ଧରି ଚାଲୁରହିଥିବା ଚିତ୍ରକଳା ପ୍ରଦର୍ଶନୀର ଶୀର୍ଷକ "ମୋ ପୁରୀ ଓ ମୋ ଶ୍ରୀକ୍ଷେତ୍ର" ଚିତ୍ରକଳା ପ୍ରଦର୍ଶନୀ ଗତକାଲି ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସୂଚନା ଓ ଲୋକ
Read More...

ବରକେରାରେ ବିଶ୍ଵ ଆର୍ଦ୍ରଭୂମି ଦିବସ ପାଳିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ଆର୍ଦ୍ରଭୂମି ଦିବସ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ
Read More...

ପୁରୀରେ ଗ୍ରୀନ୍‌ ଫିଲ୍‌ଡ ବିମାନବନ୍ଦର : ୨୦ରୁ ଆରମ୍ଭ ହେବ ପ୍ରାଚୀର ନିର୍ମାଣ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀଠାରେ ପ୍ରସ୍ତାବିତ ଗ୍ରୀନ ଫିଲ୍‌ଡ ବିମାନ ବନ୍ଦର ଲାଗି ପ୍ରଥମ ଦଫାରେ ୯୪୦ ଏକର ଜମି ବାଣିଜ୍ୟ ଓ ପରିବହନ ବିଭାଗକୁ ଜିଲ୍ଲା ପ୍ରଶାସନ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିସହ ପ୍ରକଳ୍ପ ପାଇଁ ଆବଶ୍ୟକ ଘରୋଇ ଜମି ଅଧିଗ୍ରହଣ ନିମନ୍ତେ
Read More...