Browsing Tag

puri news

ବ୍ରାଉନସୁଗାର ସହ ଅଟୋ ଜବତ, ୧ ଗିରଫ

ପୁରୀ : କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଗୋପ ଥାନା ଅଧୀନ ଯୋଗେଶ୍ୱରପୁର ସିନେମା ହଲ୍‌ ଛକରେ ଚଢାଉ କରି ୧୫୦ ଗ୍ରାମ ବ୍ରାଉନସୁଗାର ସହ ଏକ ଅଟୋକୁ ଜବତ କରିଥିବା ସୂଚନା ମିଳିଛି । ଏଥିସହ କଟକ ଜିଲ୍ଲା ନିଆଳୀ ନଲଟାପରି ଗ୍ରାମର
Read More...

ଆସନ୍ତା ୫ରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆସନ୍ତା ୫ ତାରିଖ ରବିବାର ପବିତ୍ର ମାଘ ପୂର୍ଣ୍ଣମୀରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମ୍‌ରେ ବେଶ ପ୍ରସ୍ତୁତି ଆରମ୍ଭ ହୋଇଛି । ଦୟଣା ମାଳି ସେବକ ବସନ୍ତ କୁମାର ରଣାଙ୍କ ତତ୍ତ୍ୱାବଧାନରେ
Read More...

ମୁଖ୍ୟ ଶାସନ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆସନ୍ତା ୩ ମାସରେ ସମ୍ପର୍ଣ୍ଣ ହେବ : ଶ୍ରୀ ମହାପାତ୍ର ପୁରୀ, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରୀୟ ପରିଦର୍ଶନ କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି
Read More...

ଶ୍ରୀମନ୍ଦିର ପରମ୍ପରାରେ ଶ୍ରୀପଞ୍ଚମୀ ବେଣ୍ଟ ନିତୀ, ମହାପ୍ରଭୁଙ୍କର ହେବ ଚାଚେରୀ ବେଶ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିର ପରମ୍ପରାରେ ଶ୍ରୀପଞ୍ଚମୀ ବେଣ୍ଟ ନିତୀ । ବସନ୍ତଗୁଣ୍ଡିଚା ଦିନ ମଧ୍ୟାହ୍ନ ଧୂପ ବଢିବା ପରେ ପୁଷ୍ପାଳକମାନେ ଶ୍ରୀଜିଉଙ୍କୁ ଲାଲବର୍ଣ୍ଣର ବସ୍ତ୍ରରେ ବିମଣ୍ଡିତ କରନ୍ତି । ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ନୀତି ହେବା ପରେ ଚାଚେରୀ ବେଶ
Read More...

ପୁରୀରେ ରଥକାଠ ଅନୁକୂଳ

ପୁରୀ : ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଯାଇଛି । ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି । ଏହି କାଠରେ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବଦଳନ ରଥର ଗୁଜ ଅନୁକୂଳ କରାଯିବ ।
Read More...

ଆଜି ରଥ କାଠ ପୂଜାର୍ଚ୍ଚନା ହେବ

ପୁରୀ : ଆଜି ପବିତ୍ର ଶ୍ରୀପଞ୍ଚମୀ । ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ । ଏଥିପାଇଁ ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ
Read More...

ରଥଯାତ୍ରା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ

ପୁରୀ : ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ତେବେ ଗତ ୬ ତାରିଖଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ପାର୍ଶ୍ୱ ରାସ୍ତା କାର୍ୟ୍ୟ ପାଇଁ ଶ୍ରୀନଅରଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ରାସ୍ତାକୁ ସର୍ବସାଧାରଣଙ୍କ ଯାତାୟାତ ପାଇଁ ବନ୍ଦ ରହିଥିଲା
Read More...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ହେବ

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହେବ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ । କିମ୍ୱଦନ୍ତୀ ଅନୁଯାୟୀ, ସନ୍ଥ ମନୋହର ଦାସଙ୍କ ପାଇଁ ପ୍ରଭୁ ଶ୍ରୀପଞ୍ଚମୀ ପୂର୍ବରୁ ଏହି ବେଶରେ ଦର୍ଶନ ଦେଇଥିଲେ । ତେଣୁ ବଡ଼ଛତା ମଠ ପକ୍ଷରୁ
Read More...

ଆର୍ଟ ମହୋତ୍ସବ ଉଦ୍‌ଯାପିତ

ପୁରୀ : ଐତିହ୍ୟ ଗ୍ରାମ ରଘୁରାଜପୁରରେ ତିନିଦିନ ବ୍ୟାପୀ ଆର୍ଟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ଓଡ଼ିଶାର ହସ୍ତତନ୍ତ ବୟନଶିଳ୍ପ ଓ ହସ୍ତଶିଳ୍ପର ମନ୍ତ୍ରୀ ରିତା ସାହୁ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ତିମ ସନ୍ଧ୍ୟାରେ ମନ୍ତ୍ରୀ ଶ୍ରୀମତୀ ସାହୁ ଓ ଓଡିଶା ମୋ ପରିବାର
Read More...

ଗ୍ଲୋରୀ କୁଇନ୍‌ ମୁକୁଟ ପିନ୍ଧିଲେ ପୂଜା ବିଶ୍ୱାସ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଗ୍ଲୋରୀ ଫେଷ୍ଟ୍‌ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଗ୍ଲୋରୀ କୁଇନ ମୁକୁଟ ଏଥର ପୂଜା ବିଶ୍ୱାସ ପିନ୍ଧିଛନ୍ତି । ସବୁ ପ୍ରତିଯୋଗୀଙ୍କୁ ପଛରେ ପକାଇ ନିଜର ବୁଦ୍ଧି ଓ ସୌନ୍ଦର୍ଯ୍ୟ ପାଇଁ ସେ ଏହି ମୁକୁଟ ହାସଲ କରିଛନ୍ତି । ପୂଜା ଏବେ ହାଇଟେକ୍‌ କଲେଜ ଅଫ
Read More...