ଆଜି ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ଼ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ!-->…
Read More...
Read More...