ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ପୁରୀ : ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି । ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା, ସେହିଦିନ ରଥକାଠ ଅନୁକୂଳ କରାଯିବ । ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ!-->…
Read More...
Read More...