ପରଲୋକରେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ : ୬୭ ବୟସରେ ବୁଜିଲେ ଆଖି
ପୁରୀ : ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ । ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ହୋଇଯାଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ମୃତ୍ୟୁବେଳକୁ ରଣାର୍ଣ୍ଣବ ଦେବଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଅସୁସ୍ଥତା କାରଣରୁ!-->…
Read More...
Read More...