ଗାଁ ଦାଣ୍ଡରେ ମା’କୁ କୋଦାଳରେ ହାଣି ମାରିଲା ପୁଅ
ପୁରୀ : ନିଶାସକ୍ତ ପୁଅର ନୃଶଂସ କାଣ୍ଡ । ଗାଁ ଦାଣ୍ଡରେ ମା'କୁ କୋଦାଳରେ ହାଣି ହତ୍ୟା କଲା ପୁଅ । ଗୁରୁବାର ସକାଳେ ପୁରୀ ପେଣ୍ଠକଟା ମେରାଇନ ଥାନା ଅଧୀନ ସମଙ୍ଗରା ଗ୍ରାମରେ ଘଟିଛି ଏଭଳି ଲୋମଟାଙ୍କୁରା ବିଭତ୍ସ ହତ୍ୟାକାଣ୍ଡ । ଅଭିଯୁକ୍ତ ପୁଅକୁ ପିଟିପିଟି ଲହୁଲୁହାଣ କଲେ ଗ୍ରାମବାସୀ ।!-->…
Read More...
Read More...