ପୁରୀରେ ଡଗ୍ ସୋ’ ଅନୁଷ୍ଠିତ
ପୁରୀ : ତାଳବଣିଆ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ପରିସରରେ ତୃତୀୟ ଅଲବ୍ରିଡ଼ ଓପନ ଡଗ୍ ସୋ' ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ପୁରୀ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଶୁଭ ଉଦ୍ଘାଟନ କରିଥିଲେ । ପ୍ରଶିକ୍ଷଣ ନେଇଥିବା କୁକୁରମାନେ ନିଜ ନିଜର ଦକ୍ଷତା ଅନୁସାରେ ବିଭିନ୍ନ!-->…
Read More...
Read More...