Browsing Tag

puri news

ବ୍ରାଉନସୁଗାର ଜବତ, ୨ ଯୁବକ ଗିରଫ

ପୁରୀ : ପୁରୀରୁ ବ୍ରାଉନସୁଗାର ଜବତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଆଜି ଅବକାରୀ ବିଭାଗର ସ୍କ୍ୱାର୍ଡ ପୁରୀର ଗଙ୍ଗାରାମ ନୂଆସାହିରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ମାମଲାରେ ନୂଆସାହିର ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ୨ ଯୁବକଙ୍କ ବୟସ ୧୮ ବର୍ଷ ହେବ ।
Read More...

ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ଥାନୀୟ ସଂସ୍କୃତି ଭବନ ଠାରେ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ୩୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସାହିତ୍ୟକାର ଲୋକନାଥ ମିଶ୍ର ଉଦ୍‌ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ
Read More...

ପୁରୀରେ ଖୋ ଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ

ପୁରୀ : ଆସନ୍ତା ଜାନୁଆରୀ ୩୧ରୁ ଫେବୃଆରୀ ୧୧ ଯାଏ ମଧ୍ୟପ୍ରଦେଶ ଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋ ଖୋ ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆ ଠାରେ
Read More...

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଉଦ୍‌ଘାଟିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଶରଧାବାଲିର ମୁକ୍ତାକାଶ ରଂଗ ମଞ୍ଚରେ ଶିଶୁ ମହୋତ୍ସବ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଉନବିଂଶତମ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ମନ୍ତ୍ରୀ ଅଶ୍ଵିନୀ କୁମାର ପାତ୍ର । ଶିଶୁ ମନରେ ଓଡ଼ିଶା, ଓଡ଼ିଆ ଭାଷା ଓ ସଂସ୍କୃତିକୁ ଭଲପାଇବାର
Read More...

ଶ୍ରୀକ୍ଷେତ୍ରରେ ଶ୍ରୀ ଉତ୍ସବ ପାଳିତ

ପୁରୀ : ପବିତ୍ର ମାର୍ଗଶିର ମାସ ଶେଷ ଗୁରୁବାର ଉପଲକ୍ଷେ ପୁରୀରେ ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଲକ୍ଷ୍ମୀ ପୁରାଣର ବିଶ୍ୱବ୍ୟାପୀ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଆଜି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରସ୍ଥିତ ଶ୍ରୀ ଗୌର ଗୋପାଳ ଆଶ୍ରମଠାରେ ଏହି ଉତ୍ସବ ପାଳିତ ହୋଇଥିଲା । ମହିଳାମାନେ
Read More...

ବାଦ୍ୟ ବିନୋଦ ପଣ୍ଡିତ ଉମେଶ କରଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତୀୟ ସଂଗୀତ ଜଗତର ଚର୍ଚ୍ଚିତ ବାଦ୍ୟଗୁରୁ ପ୍ରଫେସର ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ଶେଷ କୃତ୍ୟ ଆଜି ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାର ଠାରେ ସଂପନ୍ନ ହୋଇଛି । ୭୪ ବର୍ଷୀୟ ସ୍ୱର୍ଗତ କର, ଭାରତବର୍ଷର ଅନନ୍ୟ ଶାସ୍ତ୍ରୀୟ ବାଦ୍ୟଗୁରୁ ଭାବେ ଅନେକ ବିଦେଶ
Read More...

ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ପୁରୀ : ଏଣିକି ଶ୍ରୀମନ୍ଦିରରେ ସ୍ମାର୍ଟଫୋନ୍‌ ବ୍ୟବହାର ହୋଇପାରିବ ନାହିଁ । ଛତିଶା ନିୟୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । କେବଳ କି ପ୍ୟାଡ ଫୋନ୍‌ ବ୍ୟବହାର କରିପାରିବେ ସେବାୟତ ଓ ପ୍ରାଧିକୃତ ଅଧିକାରୀ । ନୀତି ସମ୍ପର୍କିତ ସୂଚନା ପାଇଁ କେବଳ କମାଣ୍ଡର ସ୍ମାର୍ଟଫୋନ ବ୍ୟବହାର
Read More...

ପୁରୀରେ ହେବ ପ୍ରଥମ କିନ୍ନର ଆଶ୍ରୟ ସ୍ଥଳୀ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀରେ ହେବ ରାଜ୍ୟର ପ୍ରଥମ କିନ୍ନର ଆଶ୍ରୟ ସ୍ଥଳୀ । ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କଠାରୁ ଜିଲ୍ଲା ପ୍ରଶାସନକୁ ସବୁଜ ସଙ୍କେତ ମିଳିସାରିଛି । ସୋମବାର ପୁରୀ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ତାଲିମ ଶିବିରରେ ଏହି ସୂଚନା
Read More...

୯ ଲକ୍ଷ ଟଙ୍କାରୁ ଅଧିକ ବ୍ରାଉନ ସୁଗାର ଜବତ କଲା ଅବକାରୀ ଟିମ୍‌

ପୁରୀ, (ଦଲ୍ଲୀପ କୁମାର ଧାଉଡିଆ) : ଅବକାରୀ ବିଭାଗ ପକ୍ଷରୁ ଗୋପ ଥାନା ମଲ୍ଲିକସାହିରେ ଚଢାଉ କରି ବ୍ରାଉନ ସୁଗାର ଜବତ କରାଯାଇଛି । ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ କୋଣାର୍କ ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ କରାଯାଇଥିଲା ।
Read More...

ପୁରୀ ଜିଲ୍ଲାରେ ବିଶ୍ୱ ଏଡ୍‌ସ ଦିବସ ଉପଲକ୍ଷେ ରାଲି, କୁଇଜ୍ ଓ ରକ୍ତଦାନ ଶିବିର

ପୁରୀ : ଜିଲ୍ଲା ପ୍ରଶାସନ, ଶ୍ରୀଜଗନ୍ନାଥ ମେଡିକାଲ କଲେଜ, ପୁରୀ ସଦର ମୁଖ୍ୟ ଚିକିତ୍ସାଳୟର ମିଳିତ ସହଯୋଗରେ ବାଲିଗୁଆଳିସ୍ଥ ମେଡିକାଲ କଲେଜର ସମ୍ମିଳନୀ କକ୍ଷରେ ବିଶ୍ଵ ଏଡ୍‌ସ ଦିବସ ପାଳନ ଉତ୍ସବକୁ କଲେଜର ଡିନ୍ ତଥା ଅଧ୍ୟକ୍ଷା ପ୍ରଫେସର ମାୟା ପାଢ଼ୀ, ସୁପରିଟେଣ୍ଡେଣ୍ଟ ପ୍ରଫେସର କୌଶିକ
Read More...