Browsing Tag

puri news

ବେଳାଭୂମିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବେଳାଭୂମି ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ ସ୍ଥିତ ବାଲିଗୁଆଳି ବେଳାଭୂମିରେ ଜଣେ ଯୁବତୀ ମୁହଁ ମାଡ଼ି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ମୃତ
Read More...

ବ୍ରାଉନସୁଗାର ଜବତ ସହ ୨ ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କୋଣାର୍କ ଅବକାରୀ ଥାନା ଉପ-ନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଗୋପ ଥାନା ଅଧୀନ ଗୋଠ ଚୌକ ଛକଠାରେ ଚଢ଼ାଉ କରି ୪୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ୨ ଜଣ ହେଲେ ଗୋପ ଥାନା ଅଧୀନ ବୟାଳିଶି
Read More...

ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବୀରଗୋବିନ୍ଦପୁର ସ୍ଥିତ ଦକ୍ଷିଣକାଳୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ଜିଲ୍ଲା ସଭାପତି ପ୍ରଫେସର କାର୍ତ୍ତିକ କୁମାର ଦାସ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ
Read More...

ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା : ମହାପ୍ରଭୁଙ୍କ ହେବ ‘ଘୋଡ଼ ଲାଗି’ ବେଶ

ପୁରୀ : ମାର୍ଗଶୀର ମାସରୁ ଥଣ୍ଡା ବଢ଼ିଯାଏ । ଶୀତ ପ୍ରକୋପରୁ ବଞ୍ଚିବାକୁ ଲୋକେ ଶୀତବସ୍ତ୍ର ପିନ୍ଧନ୍ତି । ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା । ଠାକୁରଙ୍କୁ ମଧ୍ୟ ରହିଛି ଶୀତ ଭୟ । ପ୍ରଚଣ୍ଡ ଥଣ୍ଡାରୁ ବର୍ତ୍ତିବାକୁ ଶ୍ରୀବିଗ୍ରହ ଶୀତବସ୍ତ୍ର ପରିଧାନ କରନ୍ତି । ଅନୁଷ୍ଠିତ ହୁଏ
Read More...

କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ, ୪୯୫ ଜଣଙ୍କୁ କର୍ମନିଯୁକ୍ତି

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଆଜି ପୁରୀ ସରକାରୀ ଆଇଟିଆଇ ପରିସରରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମର୍ଥ ବର୍ମା ନିଯୁକ୍ତି ମେଳା ପରିଦର୍ଶନ କରିବା ସହ ବିଭିନ୍ନ ନିଯୁକ୍ତିଦାତା କମ୍ପାନୀଙ୍କ ସହ ଆଲୋଚନା
Read More...

ଦେବଦୀପାବଳି ନୀତି ଆରମ୍ଭ : ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବେ ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି
Read More...

ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା

ନାଟ ମଣ୍ଡପରେ ହୋଇଥିଲା ଫାଟ ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା । ଶ୍ରୀଗୁଣ୍ଡିଚା ମନ୍ଦିର ନାଟ ମଣ୍ଡପରେ ୪ଟି ବିମ୍‌ରୁ ଗୋଟିଏ ବିମ୍ ଓ ୩ଟି କଲମରେ ଫାଟ ସୃଷ୍ଟି ହୋଇଥିବା ବେଳେ ତାହାକୁ ୨ ମାସ ମଧ୍ୟରେ ସାରିବା ପାଇଁ
Read More...

ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀ ଲୋକନାଥ ମନ୍ଦିରର ଉନ୍ନୟନ ପାଇଁ ୨୮ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଭିଡିଓ କନଫେରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରକଳ୍ପର ବ୍ଲୁ ପ୍ରିଣ୍ଟ ଥିଲେ । ଲୋକନାଥ
Read More...

ବାଲୁକା କଳାରେ ଫିଫା ବିଶ୍ୱକପ୍‌ ଟ୍ରଫି

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଫିଫା ବିଶ୍ୱକପ୍‌ର ସ୍ଥାପତ୍ୟ ପ୍ରସ୍ତୁତ କରିଛନ୍ତି । ବିଶ୍ୱକପ୍‌ରେ ଅଂଶଗ୍ରହଣ କରୁଥିବା ୩୨ଟି ଦେଶର ମୁଦ୍ରାକୁ ମଧ୍ୟ ସେ ଏହି କଳାରେ ସ୍ଥାନିତ କରିଛନ୍ତି । ୮ଫୁଟର ଏହି ବିଶ୍ୱକପ ଟ୍ରଫି ବାଲୁକା
Read More...

ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ : ତଦନ୍ତ ଆରମ୍ଭ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା ବେଳେ ଏହାର ତଦନ୍ତ ଆରମ୍ଭ ହୋଇଛି । ଫଟୋ ସହିତ ଦର୍ଶନ ପାଇଁ ଯାଉଥିବା ବେଳର ଭିଡିଓ ନିଜ ଫେସବୁକରେ ଅପଲୋଡ କରିଛନ୍ତି ଆକାଶ ଚୌଧୁରୀ ନାମକ ଜଣେ ବ୍ୟକ୍ତି । ଏହି ପୋଷ୍ଟରେ
Read More...