Browsing Tag

puri news

ପୁରୀରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦ୍‌ଘାଟିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ଆଧାରରେ ଚଳିତ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଆୟୋଜିତ ହୋଇଯାଇଛି । ରାଜ୍ୟର ବିଭିନ୍ନ
Read More...

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫୁଡ୍ କୋର୍ଟ ଉଦ୍‌ଘାଟିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଚକ୍ରତୀର୍ଥ ରୋଡ ସ୍ଥିତ ୟୁଥ ହଷ୍ଟେଲ ନିକଟରେ ପର୍ଯ୍ୟଟନ ବିଭାଗ ସହାୟତାରେ ଏସଏସ କନସୋରିଟିୟମର ଭିବ୍ରାନ୍ସ ନାମରେ ଏକ ଫୁଡ କୋର୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ପୁରୀ ଧାର୍ମିକ ଓ
Read More...

ଆଜି ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ମଙ୍ଗଳବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣ ଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କ 'ଘୋଡ଼ ଲାଗି' ନୀତି ହେବ । ଠାକୁର ଶୀତବସ୍ତ୍ର ପରିଧାନ କରିବେ । ଶ୍ରୀମନ୍ଦିରର ପାରମ୍ପରିକ ଦର୍ଜୀ ସେବକ ଏହି ଘୋଡ଼ ପ୍ରସ୍ତୁତି କରି
Read More...

ବେଳାଭୂମିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବେଳାଭୂମି ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ ସ୍ଥିତ ବାଲିଗୁଆଳି ବେଳାଭୂମିରେ ଜଣେ ଯୁବତୀ ମୁହଁ ମାଡ଼ି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ମୃତ
Read More...

ବ୍ରାଉନସୁଗାର ଜବତ ସହ ୨ ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କୋଣାର୍କ ଅବକାରୀ ଥାନା ଉପ-ନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଗୋପ ଥାନା ଅଧୀନ ଗୋଠ ଚୌକ ଛକଠାରେ ଚଢ଼ାଉ କରି ୪୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ୨ ଜଣ ହେଲେ ଗୋପ ଥାନା ଅଧୀନ ବୟାଳିଶି
Read More...

ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବୀରଗୋବିନ୍ଦପୁର ସ୍ଥିତ ଦକ୍ଷିଣକାଳୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ଜିଲ୍ଲା ସଭାପତି ପ୍ରଫେସର କାର୍ତ୍ତିକ କୁମାର ଦାସ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ
Read More...

ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା : ମହାପ୍ରଭୁଙ୍କ ହେବ ‘ଘୋଡ଼ ଲାଗି’ ବେଶ

ପୁରୀ : ମାର୍ଗଶୀର ମାସରୁ ଥଣ୍ଡା ବଢ଼ିଯାଏ । ଶୀତ ପ୍ରକୋପରୁ ବଞ୍ଚିବାକୁ ଲୋକେ ଶୀତବସ୍ତ୍ର ପିନ୍ଧନ୍ତି । ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା । ଠାକୁରଙ୍କୁ ମଧ୍ୟ ରହିଛି ଶୀତ ଭୟ । ପ୍ରଚଣ୍ଡ ଥଣ୍ଡାରୁ ବର୍ତ୍ତିବାକୁ ଶ୍ରୀବିଗ୍ରହ ଶୀତବସ୍ତ୍ର ପରିଧାନ କରନ୍ତି । ଅନୁଷ୍ଠିତ ହୁଏ
Read More...

କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ, ୪୯୫ ଜଣଙ୍କୁ କର୍ମନିଯୁକ୍ତି

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଆଜି ପୁରୀ ସରକାରୀ ଆଇଟିଆଇ ପରିସରରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମର୍ଥ ବର୍ମା ନିଯୁକ୍ତି ମେଳା ପରିଦର୍ଶନ କରିବା ସହ ବିଭିନ୍ନ ନିଯୁକ୍ତିଦାତା କମ୍ପାନୀଙ୍କ ସହ ଆଲୋଚନା
Read More...

ଦେବଦୀପାବଳି ନୀତି ଆରମ୍ଭ : ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବେ ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି
Read More...