Browsing Tag

puri news

ରାଜ୍ୟସ୍ତରୀୟ ଖୋ-ଖୋ ଚମ୍ପିୟାନସିପ ଉଦଯାପିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ହାଇସ୍କୁଲ ପରିସରରେ ଚାଲିଥିବା ୩ ଦିନିଆ ୫୫ତମ ରାଜ୍ୟ ସ୍ତରୀୟ ସିନିୟର ବର୍ଗ ଖୋ ଖୋ ଚମ୍ପିୟାନସିପ୍ ଉଦ୍‌ଯାପିତ ହୋଇଯାଇଛି । ପୁରୁଷ ବର୍ଗରେ ବାଲେଶ୍ୱର ଓ ମହିଳା ବର୍ଗରେ କିଟ ୟୁନିଭରସିଟି ଚମ୍ପିୟାନ ହୋଇ ୧୦ ହଜାର ଲେଖାଏଁ ଟଙ୍କା ଓ
Read More...

ରାଜ୍ୟସ୍ତରୀୟ ଥାଇ ବକ୍ସିଂ ଚାମ୍ପିୟନସିପ- ୨୦୨୨

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟସ୍ତରୀୟ ଥାଇ ବକ୍ସିଂ ଚାମ୍ପିୟନସିପ- ୨୦୨୨ ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକରୁ ରାଧା କାନ୍ତ ବିଦ୍ୟାପୀଠ ଡେଲାଙ୍ଗର ଶୋଭନ ସାତିକ୍ କାଂଶ୍ୟ, ସୁମନ୍ତ ମଲ୍ଲିକ ସ୍ଵର୍ଣ୍ଣ,
Read More...

ବରକେରା ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ସ୍ଵାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର
Read More...

ତାଳବଣିଆ ଶିଶୁ ଉଦ୍ୟାନ ଉଦ୍‌ଘାଟିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶିଶୁ ଦିବସ ଅବସରରେ ତାଳବଣିଆ ହେଲିପ୍ୟାଡ ନିକଟରେ ଶିଶୁ ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି । ପିକେଡିଏ ପକ୍ଷରୁ ପ୍ରସ୍ତୁତ ଏହି ଉଦ୍ୟାନକୁ ଉଦ୍‌ଘାଟନ କରି ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଓ ଜିଲ୍ଲାପାଳ ସମର୍ଥ ବର୍ମା ଶିଶୁ ଓ କିଶୋର ମାନେ ଏହି
Read More...

ରାଷ୍ଟ୍ରପତିଙ୍କୁ ଦିଆସିଲି କାଠିର ତାଳଧ୍ୱଜ ଭେଟି ଦେବେ ଶାଶ୍ୱତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ଅବସରରେ ଦିଆସିଲି କାଠି ଶିଳ୍ପୀ ଶାଶ୍ୱତ ରଞ୍ଜନ ସାହୁ ମହାମହିମଙ୍କୁ ଏକ ସ୍ୱତନ୍ତ୍ର ଭେଟି ପ୍ରଦାନ କରିବେ । ୧୦,୨୨୦ ଦିଆସିଲି କାଠିରେ ନିର୍ମିତ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥର ଏକ କ୍ଷୁଦ୍ର ମଡେଲ୍‌ ସେ
Read More...

ଆଜି ବନକଲାଗି : ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଭକ୍ତମାନେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି
Read More...

ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି : ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ
Read More...

ବିଶାଳ ଆଇନ ସେବା ଓ ସଚେତନତା ଶିବିର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପୂର୍ବାହ୍ନରେ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ ଷ୍ଟାଡିୟମ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶାଳ ଆଇନ ସେବା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅଧିକାର ଓ କର୍ତ୍ତବ୍ୟ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ଵ ସଦୃଶ୍ୟ ।
Read More...

ଡ୍ରେନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ : ଡ୍ରେନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଦୃଶ୍ୟ ରେଡକ୍ରସ୍‌ ରୋଡ ପୁରୀ ପୋଲିସ ହାଇସ୍କୁଲ ନିକଟରେ ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ପୋଲିସ ହାଇସ୍କୁଲ ଗେଟ୍‌ ଦେଇ ଯାଇଥିବା ଡ୍ରେନ୍‌ରେ ଜଣେ ଅଜଣା ମୃତଦେହ ପାଣିରେ ଭାସମାନ ଅବସ୍ଥାରେ
Read More...

ଆଜି ପଞ୍ଚୁକର ତୃତୀୟ ଦିବସରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ତ୍ରିବିକ୍ରମ ବେଶ ଦର୍ଶନ କରିବେ ଭକ୍ତ

ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଠାକୁରମାନଙ୍କର ତ୍ରିବିକ୍ରମ ବା ଆଡ଼ିକିଆ ବେଶ ଅନୁଷ୍ଠିତ ​‌ହେଉଛି । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି
Read More...