Browsing Tag

puri news

ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି : ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି । ଏହି ବେଶରେ
Read More...

ବିଶାଳ ଆଇନ ସେବା ଓ ସଚେତନତା ଶିବିର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପୂର୍ବାହ୍ନରେ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ ଷ୍ଟାଡିୟମ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶାଳ ଆଇନ ସେବା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅଧିକାର ଓ କର୍ତ୍ତବ୍ୟ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ଵ ସଦୃଶ୍ୟ ।
Read More...

ଡ୍ରେନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ : ଡ୍ରେନ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଏଭଳି ଅଭାବନୀୟ ଦୃଶ୍ୟ ରେଡକ୍ରସ୍‌ ରୋଡ ପୁରୀ ପୋଲିସ ହାଇସ୍କୁଲ ନିକଟରେ ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ପୋଲିସ ହାଇସ୍କୁଲ ଗେଟ୍‌ ଦେଇ ଯାଇଥିବା ଡ୍ରେନ୍‌ରେ ଜଣେ ଅଜଣା ମୃତଦେହ ପାଣିରେ ଭାସମାନ ଅବସ୍ଥାରେ
Read More...

ଆଜି ପଞ୍ଚୁକର ତୃତୀୟ ଦିବସରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ତ୍ରିବିକ୍ରମ ବେଶ ଦର୍ଶନ କରିବେ ଭକ୍ତ

ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଠାକୁରମାନଙ୍କର ତ୍ରିବିକ୍ରମ ବା ଆଡ଼ିକିଆ ବେଶ ଅନୁଷ୍ଠିତ ​‌ହେଉଛି । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି
Read More...

ପଞ୍ଚୁକର ଦ୍ୱିତୀୟ ଦିବସ : ଆଜି ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

ପୁରୀ : କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ ପାଳନ : ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ପୁରୀ : ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ମାସର ପଞ୍ଚୁକ ବ୍ରତ । ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିବା ବେଳେ ଦୀର୍ଘ ଦୁଇ ବର୍ଷର ପ୍ରତୀକ୍ଷା ପରେ ଏହି ଦୁର୍ଲଭ ବେଶ ଦର୍ଶନ କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ସକାଳୁ ସକାଳୁ ଦ୍ୱାରଫିଟା ପରେ ମଙ୍ଗଳ
Read More...

ଅଁଳା ନବମୀରେ ରାଧାପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ହେଉଛି ପବିତ୍ର ଅଁଳା ନବମୀ । ଏହି ନବମୀରେ ରାଧାପାଦ ଦର୍ଶନ ପାଇଁ ପୁରୀ ସାକ୍ଷୀଗୋପାଳରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସକାଳୁ ସକାଳୁ ରାଧାପାଦ ଦର୍ଶନ ନିମନ୍ତେ ଧାଡ଼ିରେ ଛୁଟିଛନ୍ତି ଶ୍ରଦ୍ଧାଳୁ । କରୋନା ପାଇଁ ଦୁଇ ବର୍ଷ ପରେ ଦର୍ଶନର ସୁଯୋଗ
Read More...

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ପୁରୀ : ହରିହର ବେଶରେ ସୁସଜ୍ଜିତ ବଡ଼ଠାକୁର । ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ । ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଅର୍ଦ୍ଧେକ ଧଳା ଓ
Read More...

ତୀର୍ଥରାଜ ଶ୍ରୀମହୋଦଧିଙ୍କ ନିତ୍ୟ ସଂଧ୍ୟା ଆରତୀର ୧୭ତମ ବାର୍ଷିକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜଙ୍କ ଦ୍ୱାରା ଆରମ୍ଭ ହୋଇଥିବା ତୀର୍ଥରାଜ ଶ୍ରୀମହୋଦଧିଙ୍କ ନିତ୍ୟ ସଂଧ୍ୟା ଆରତୀର ୧୭ତମ ବାର୍ଷିକ ମହୋତ୍ସବର ପ୍ରଥମ ପ୍ରସ୍ତୁତି ବୈଠକ ପୁରୀ ଗୋବର୍ଦ୍ଧନ ପୀଠରେ ଅନୁଷ୍ଠିତ ହୋଇଯାଇଅଛି ।
Read More...