Browsing Tag

puri news

ପୁରୀରେ ଆନ୍ତର୍ଜାତୀୟ ବେଳାଭୂମି ସଫେଇ ସୁରକ୍ଷା ଦିବସ ପାଳିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) :ପୁରୀରେ ଆନ୍ତର୍ଜାତୀୟ ବେଳାଭୂମି ସଫେଇ (ସାଗର ତଟ) ସୁରକ୍ଷା ଦିବସ ପାଳିତ ହୋଇଯାଇଛି । ଏଥିରେ ବିଭିନ୍ନ ସ୍କୁଲ ଓ କଲେଜର ୫ ସହରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ । ଏହାସହ ଜିଲ୍ଲାପାଳ ସମର୍ଥ ବର୍ମା କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଛନ୍ତି ।
Read More...

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ୨୭ରେ

ପୁରୀ : ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଚଳିତମାସ ୨୭ ତାରିଖ ଦିନ ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏ ସମ୍ପର୍କରେ ଆଲୋଚନା କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ସମ୍ପର୍କରେ ସୂଚନା ଦେଇଥିବା ହାଇକୋର୍ଟ
Read More...

ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ତମ ଜନ୍ମଦିନ । ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା
Read More...

ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର : ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଶ୍ୱନ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର (ବନକଲାଗି) କରାଯିବ । ଏଥିପାଇଁ ଅପରାହ୍ନ ୫ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମନ୍ଦିର ପ୍ରଶାସନ ପକ୍ଷରୁ ଏ
Read More...

ପୁରୀରେ ଭାରତୀୟ ଜନତା ପାର୍ଟିର ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ଉଦଘାଟିତ

ପୁରୀ : ଆଜି ପୁରୀରେ ଭାରତୀୟ ଜନତା ପାର୍ଟିର ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିଧାୟକ ଦଳ ନେତା ଜୟ ନାରାୟନ ମିଶ୍ର, ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରି ମଞ୍ଚରେ ଉପସ୍ଥିତ ଅଛନ୍ତି । ଏହାସହ ରାଜ୍ୟର ୩୫୦ କର୍ମକର୍ତ୍ତା
Read More...

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ନରେ ସର୍ବସାଧାରଣ ଦର୍ଶନ କଟକଣା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବୁଧବାର ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଏଣୁ ଅପରାହ୍ନରେ ଠାକୁର ଦର୍ଶନ କଟକଣା ରହିବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ।
Read More...

୧୭ରେ ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ : ମା’ ବିମଳାଙ୍କ ଷୋଡ଼ଶ ଦିନାତ୍ମକ ପୂଜାରମ୍ଭ ହେବ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆସନ୍ତା ୧୭ ତାରିଖ ଶନିବାର ମୂଳାଷ୍ଟମୀ । ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ । ଶୁଭାରମ୍ଭ ହେବ ଶାରଦୀୟ ପୂଜାର୍ଚ୍ଚନା । ଉକ୍ତ ଦିବସରୁ ମା' ବିମଳାଙ୍କ ଷୋଡ଼ଶ ଦିନାତ୍ମକ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ । ଅକ୍ଟୋବର ୧ ତାରିଖ ଶନିବାର ମହାସପ୍ତମୀ, ରବିବାର
Read More...

ବିଦେଶକୁ ରପ୍ତାନୀ କରାଯିବ ସୁକ୍ଷ୍ମ କଳା କାରୁକାର୍ଯ୍ୟ ନିର୍ମିତ ପଥର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତ ସରକାରଙ୍କ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ସହାୟତାରେ ଚାଲିଥିବା ପୁରୀ ଜିଲ୍ଲା ଗୋପବ୍ଲକ ଅର୍ନ୍ତଗତ ମହଲପଡାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ 'ସମ୍ପର୍କ' କାର୍ଯ୍ୟାଳୟର ସୁକ୍ଷ୍ମ କଳା କାରୁକାର୍ଯ୍ୟ ନିର୍ମିତ ପଥର ବିଦେଶକୁ ରପ୍ତାନୀ
Read More...

ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଶ୍ରୀମନ୍ଦିରରେ ଗତକାଲି ବାମନ ଜନ୍ମ ନୀତି ସଂପନ୍ନ ହେବା ପରେ ଆଜି ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ବେଶରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବାବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ । ଆଜି
Read More...

୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ମହାପ୍ରଭୁଙ୍କ ବାମନ ଜନ୍ମୋତ୍ସବ ବୁଧବାର ଅନୁଷ୍ଠିତ ହେବ । ସକାଳ ଧୂପ ପରେ ମହାସ୍ନାନ ଓ ସର୍ବାଙ୍ଗ ନୀତି ବଢ଼ିବ । ଅଧିବାସ ହୋଇଥିବା ପବିତ୍ରା ଲାଗି କରାଯାଇ ଠାକୁରଙ୍କୁ ଛଅମୂର୍ତ୍ତି ତଢ଼ାଉ ଲାଗି କରାଯିବ । ମଧ୍ୟାହ୍ନ ଧୂପ ସରିଲେ ବାମନ ଜନ୍ମନୀତି
Read More...