ଶ୍ରୀମନ୍ଦିରରେ ଦଶହରା, ରାଜରାଜଶ୍ୱେର ବେଶରେ ମହାପ୍ରଭୁ
ପୁରୀ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ପାଳନ କରାଯାଉଛି । ଏହି ଅବସରରେ ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ!-->…
Read More...
Read More...