ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର ପଣ୍ଡା ନିଯୁକ୍ତ
ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି । ରବିବାର ରାଜ୍ୟପାଳ ତଥା ବିଶ୍ୱ ବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର!-->…
Read More...
Read More...