ସ୍ନାନପୂର୍ଣ୍ଣିମାରେ ପୁରୀରେ ଗଡିଲା ମୁଣ୍ଡ : ବରିଷ୍ଠ ସେବାୟତଙ୍କୁ ହତ୍ୟା
ପୁରୀ : ସ୍ନାନ ପୂର୍ଣ୍ଣିମାରେ ବରିଷ୍ଠ ସେବାୟତଙ୍କୁ ହତ୍ୟା । ପୁରୀ ଗୁଡିଆ ସାହିରେ ଘଟିଛି ଏଭଳି ହତ୍ୟାକାଣ୍ଡ । ମୃତକ ହେଉଛନ୍ତି ମହାସୁଆର ସାହିର ଜଗନ୍ନାଥ ଦୀକ୍ଷିତ । ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।!-->…
Read More...
Read More...