Browsing Tag

puri news

ଶ୍ରୀମନ୍ଦିରର ସମସ୍ତ ଦ୍ୱାର ହେବ ରୂପା ଛାଉଣୀ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶ୍ରୀମନ୍ଦିରର ସମସ୍ତ ଦ୍ୱାର ହେବ ରୂପା ଛାଉଣୀ । ପ୍ରସ୍ତାବିତ ଏହି କାମ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି । ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର ରୂପା…
Read More...

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନ ୪ଟାରୁ ଦର୍ଶନ ବନ୍ଦ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା ପକ୍ଷରୁ କରାଯାଇଛି ।…
Read More...

ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ । ହେଲେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ତେଣୁ ଅପରାହ୍ନ ୪ଟାରୁ ଭକ୍ତ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । ଶୁକ୍ରବାର…
Read More...

ପଣ୍ଡିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀରେ ରକ୍ତଦାନ ଶିବିର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପଣ୍ଡିତ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ବାର୍ଷିକ ଉପଲକ୍ଷେ ନେହେରୁ ଯୁବକେନ୍ଦ୍ର, ପୁରୀ, ସମର୍ପଣ, ପୁରୀ, ଓ ଭାରତୀୟ ରେଡ଼କ୍ରସ ସୋସାଇଟି, ପୁରୀ ଶାଖା ମିଳିତ ସହଯୋଗରେ ବ୍ଲଡ ବ୍ୟାଙ୍କ, ପୁରୀଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏହି…
Read More...

ବାହୁଡା ଯାତ୍ରା ପାଇଁ ଆଜିଠୁ ପ୍ରସ୍ତୁତି ଆରମ୍ଭ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ଆଜିଠୁ ପୁରୀରେ ପ୍ରସ୍ତୁତି ଆରମ୍ଭ ହେବ । ଆଜି ମହାସପ୍ତମୀ ତିଥି ଅବସରରେ ଶରଧାବାଲିରେ ତିନି ରଥଙ୍କୁ ଦକ୍ଷିଣ ମୋଡ କରାଯିବ । ମିଳିଥିବା ସୂଚନା ଅନୁଯାୟୀ ମଧ୍ୟାହ୍ନ ୧୨ଟା ସୁଦ୍ଧା ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ…
Read More...

ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେଙ୍ଗଳରେ ବନ ମହୋତ୍ସବ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ରେଙ୍ଗଳ ଗ୍ରାମ ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେଙ୍ଗଳରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବନ ମହୋତ୍ସବ ଉପଲକ୍ଷେ ଏକ ସଭା ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ନିଖିଳ ଉତ୍କଳ ପ୍ରାଥମିକ…
Read More...

ତାଳଧ୍ୱଜ, ଦର୍ପଦଳନ ରଥ ଚକରେ ଫାଟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରଥଯାତ୍ରା ପୂର୍ବରୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକରେ ଫାଟ ହୋଇଥିଲା । ଏବେ ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକରେ ଫାଟ ଦେଖିବାକୁ ମିଳିଛି । ତାଳଧ୍ୱଜ ରଥର ପଡ଼ିନାହାକା ଚକ ଓ…
Read More...

ଆଜି ହେରା ପଞ୍ଚମୀ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ହେରା ପଞ୍ଚମୀ । ଆଜି ସନ୍ଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ । ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା' ଅଭିମାନ କରିଛନ୍ତି । ତେବେ ପରମ୍ପରା…
Read More...

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ମହାପ୍ରଭୁଙ୍କ ହେରା ପଞ୍ଚମୀ ନୀତି ମଙ୍ଗଳବାର ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପୂର୍ବଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି(ସୋମବାର)ରେ ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବାୟତମାନେ…
Read More...

ବଡ଼ଦାଣ୍ଡରେ ରଥଟଣା ଆରମ୍ଭ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଛେରାପହଁରା ପରେ ବଡ଼ଦାଣ୍ଡରେ ରଥଟଣା ଆରମ୍ଭ ହୋଇଛି । ପ୍ରଥମେ ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥଟଣା ଚାଲିଛି । ଘଣ୍ଟଘଣ୍ଟା, ହୁଳୁହୁଳି ଓ ହରିବୋଲ ଧ୍ୱନିରେ କମ୍ପି ଉଠୁଛି ବଡ଼ଦାଣ୍ଡ । ପରମ୍ପରା ଅନୁସାରେ, ପ୍ରଥମେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ…
Read More...