ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା
ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି । ଉପଜିଲାପାଳ ଭବତାରଣ ସାହୁ ଏବଂ ଅତିରିକ୍ତ ଏସ୍ପି ମିହିର ପଣ୍ଡା ଗଣମାଧ୍ୟମ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ!-->…
Read More...
Read More...