ରତ୍ନଭଣ୍ଡାରରୁ ବାହାରକୁ ଆସିବା ପରେ ସୂଚନା ଦେଲେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ
ପୁରୀ : ରତ୍ନଭଣ୍ଡାରରୁ ବାହାରକୁ ଆସିବା ପରେ ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା । ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ ।!-->…
Read More...
Read More...