ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରଜାର ଚାଲିଛି ରଥ ନିର୍ମାଣ କାମ
ପୁରୀ, (କେପିଏନ୍ଏସ୍) : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଜୋର ଧରିଛି । ରଥର ନାହାକା ଚକ ପ୍ରସ୍ତୁତ । ବିଶ୍ୱକର୍ମାମାନେ ପନ୍ଦାରୀ ଓ ବଳା ଅନୁକୂଳ କରି ଚକରେ ଲଗାଇଛନ୍ତି । ଏଥିସହ ପଇରେ ବିନ୍ଧ କାମ ଚାଲିଛି । ଭୋଇସେବକ ବିଲେଇବାଡ଼ିଆ ପଦ୍ଧତିରେ ଅର ଓ ପଇକୁ ସଂଯୋଗ!-->…
Read More...
Read More...