ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର : ଡ୍ରାଇଭର୍ ମୃତ
ପୁରୀ : ପୁରୀ ଜିଲ୍ଲା କଣାସ ଥାନା ଦୟାବିହାର ଗାଁରେ ଅଘଟଣ । ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଦୟାବିହାର ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର!-->…
Read More...
Read More...