Browsing Tag

puri news

ପୁରୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ବାହାରିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି । ପୁରୀ ରଥଯାତ୍ରାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ମହାମହିମ । ରାଷ୍ଟ୍ରପତିଙ୍କୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ…
Read More...

ରେଡ୍‌କ୍ରସ୍‌ ତରଫରୁ ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର ଉଦ୍‌ଘାଟିତ

ପୁରୀ : ଭାରତୀୟ ରେଡ୍‌କ୍ରସ୍‌ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ତରଫରୁ ପବିତ୍ର ରଥଯାତ୍ରା ଉପଲକ୍ଷେ ସାମାଜିକ ସେବା ଶିବିର ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ଠାରେ ଉଦ୍‌ଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମହାମହିମ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ଶିବିରକୁ…
Read More...

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଅନୁରୋଧ କରିଛନ୍ତି ସୁଦର୍ଶନ ପଟ୍ଟନାୟକ…
Read More...

ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର । ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଲା ଦ୍ୱାର । ସକାଳ ମଙ୍ଗଳ ଆଳତି ସମୟରେ ୪ ଦ୍ୱାର ଖୋଲିଲା । ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । କରୋନା ମହାମାରୀ ପରଠୁ ବନ୍ଦ ଥିବା ବ୍ୟବସ୍ଥାକୁ…
Read More...

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା : ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ଆଜି ୫ ଦିନ ପୂରି ଥିବାବେଳେ ଆଉ ୩ଜଣ ଆଖି ବୁଜିଛନ୍ତି । ଦୁଇଦିନ ମଧ୍ୟରେ ଖଣ୍ଡିଆବନ୍ଧ ତେଲିସାହିର ଗୋଟିଏ ପରିବାରର ୪ ଜଣ ପ୍ରାଣ ହରାଇଥିବା ବେଳେ ଆଜି ଆଉ ଏକ ପରିବାରର ଦ୍ୱିତୀୟ ସଦସ୍ୟ ଆଖି ବୁଜିଛନ୍ତି । ଆଜିର ମୃତ୍ୟୁ ସହିତ…
Read More...

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା : ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକମାନେ ହେଲେ ଖଣ୍ଡିଆବନ୍ଧର ବାରବାଟୀର ପ୍ରଶାନ୍ତ ସାହୁ(୪୦), ପ୍ରତୀକ୍ଷା ସାହୁ(୬), ବ୍ରହ୍ମଗିରି ଅରଖକୁଦାର ଶଙ୍କର ବେହେରା(୩୮) ଓ ଦିବ୍ୟରଞ୍ଜନ ସାହୁ (୩୫) ।…
Read More...

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨…
Read More...

ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଅଘଟଣ

ପୁରୀ : ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଅଘଟଣ । ବାଣ ଫୁଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିବା ଖବର ମିଳିଛି । ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏହି ଅଘଟଣ ଘଟିଛିଥିବା ସୂଚନା ମିଳିଛି । ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୨୭ ଜଣଙ୍କୁ ଗୁରୁତର ଅବସ୍ଥାରେ…
Read More...

ଶ୍ରୀମନ୍ଦିର କୂଅରେ ଗଳିପଡ଼ିଲେ ଶ୍ରଦ୍ଧାଳୁ : ପହଁରା ଜାଣିଥିବାରୁ ବଞ୍ଚିଗଲେ

ପୁରୀ : ଶ୍ରୀମନ୍ଦିର ଉତ୍ତରଦ୍ୱାର ଆନନ୍ଦ ବଜାର ପରିସରରେ ଥିବା ଏକ କୂଅରେ ପଡ଼ି ଜଣେ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ଅଗ୍ନିଶମ ବିଭାଗର ଦମକଳ ଗାଡ଼ି, ଆମ୍ବୁଲାନ୍ସ ଓ ସିଂହଦ୍ନବାର ଥାନା ପୁଲିସ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସଦର ମୁଖ୍ୟ…
Read More...

ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର : ଡ୍ରାଇଭର୍‌ ମୃତ

ପୁରୀ : ପୁରୀ ଜିଲ୍ଲା କଣାସ ଥାନା ଦୟାବିହାର ଗାଁରେ ଅଘଟଣ । ଭାରସାମ୍ୟ ହରାଇ ଘର ଭିତରେ ପଶିଗଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଦୟାବିହାର ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର…
Read More...