ପୁରୀରେ ପ୍ରଦର୍ଶିତ ହେବ ଐତିହାସିକ ନାଟକ ‘ଆହେ ନୀଳଶଇଳ’
ପୁରୀ : ରାଜଧାନୀ ଭୁବନେଶ୍ୱର, ବେଙ୍ଗାଲୁରୁ ଓ ନୂଆଦିଲ୍ଲୀରେ ପରିବେଷିତ ହୋଇ ଓଡ଼ିଆ ମଞ୍ଚନାଟକ କ୍ଷେତ୍ରରେ ଚହଳ ସୃଷ୍ଟି କରିଥିବା ଐତିହାସିକ ନାଟକ ‘ଆହେ ନୀଳଶଇଳ’ ଆଜି ସଂଧ୍ୟା ୬.୩୦ରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରଦର୍ଶିତ ହେବ । ଶ୍ରୀଜଗନ୍ନାଥଙ୍କ ମହାପର୍ବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର!-->…
Read More...
Read More...