Browsing Tag

puri news

ଶ୍ରୀମନ୍ଦିରରେ ନୂଆ ବର୍ଷରୁ ପ୍ଲାଷ୍ଟିକ୍‌, ପଲିଥିନ ମନା

ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ ହୋଇଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଶୁକ୍ରବାର ଏକ ବିଜ୍ଞପ୍ତି ମାଧ୍ୟମରେ ନିର୍ଦ୍ଦେଶ ଜାରି କରିଛନ୍ତି । ମୁଖ୍ୟ ପ୍ରଶାସକ ଦାସ ବିଜ୍ଞପ୍ତିରେ ଦର୍ଶାଇଛନ୍ତି ଯେ, ନୂଆ ବର୍ଷରୁ
Read More...

ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍‌ : ୨ ମୃତ

କଣାସ/ପୁରୀ : ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍‌ ୨ ମୃତ । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଇନ୍ଦିପୁର ମୁଖ୍ୟ ରାସ୍ତାର ଭଣ୍ଡାରୀ ଦଣ୍ଡା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଇନ୍ଦିପୁର ଅଞ୍ଚଳର ଲିପୁନ ସେନାପତି ଏବଂ ପୁପୁନା ପାଢୀ ବୋଲି ଜଣାପଡିଛି । ସୂଚନା
Read More...

ଆଜି ପବିତ୍ର ଧନୁ ସଂକ୍ରାନ୍ତି

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପଭୁଙ୍କ ପ୍ରସିଦ୍ଧ ପହିଲି ଭୋଗ ନୀତିର ଶୁଭାରମ୍ଭ ହୋଇଛି । ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଏହି ନୀତି ଚାଲିବ । ଏଣୁ ଶୁକ୍ରବାର ମହାସୁଆରମାନେ କୋଠଭୋଗ ରୋଷଘରେ ନୂଆ ଚୂଲି ତିଆରି
Read More...

ଡିସେମ୍ବର ୧୬ରୁ ରାତି ୨ଟାରୁ ଫିଟା ଯିବ ଶ୍ରୀମନ୍ଦିର ଦ୍ୱାର

ପୁରୀ : ଡିସେମ୍ବର ୧୬ ତାରିଖରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।ଡିସେମ୍ବର ୩୧ ରବିବାର
Read More...

ପୁରୀ ଗସ୍ତରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍

ପୁରୀ : ପୁରୀରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ । ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Read More...

ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ପୁରୀ ରେ “ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ

ପୁରୀ : ସଦର ବ୍ଲକ ନେହେରୁ ଯୁବ କେନ୍ଦ୍ର, ପୁରୀ ପକ୍ଷରୁ "ମୋ ମାଟି, ମୋ ଦେଶ" କାର୍ଯ୍ୟକ୍ରମ ଓ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପୁରୀର ଅଗ୍ରଣୀ ସାମାଜିକ ସେବା ସଂଗଠନ ହାପିନେସ୍ ଫାଉଣ୍ଡେସନ ସହଯୋଗରେ ଶତାଧିକ ଯୁବ ସେଚ୍ଛାସେବୀ, ଛାତ୍ରଛାତ୍ରୀ ଯୋଗ ଦେଇ ପୁରୀ ଜିଲ୍ଲାପାଳ
Read More...

ଆଜି ପବିତ୍ର ବିଜୟା ଦଶମୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ : ଆଜି ପବିତ୍ର ଦଶହରା ବା ବିଜୟା ଦଶମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ । ତେବେ
Read More...

ଗଜପତି ମହାରାଜାଙ୍କୁ ଭେଟିଲେ ବିଜେପି ଟିମ୍‌

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ନେଇ ଗଜପତି ମହାରାଜାଙ୍କୁ ଭେଟିଲେ ବିଜେପି ଟିମ୍‌ । ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ ବାସଭବନରେ ଭେଟି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରିଛନ୍ତି ।
Read More...

ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

ପୁରୀ : ସ୍ଵଚ୍ଛତା ହିଁ ଧର୍ମ, ସ୍ଵଚ୍ଛତା ହିଁ କର୍ମ, ସ୍ଵଚ୍ଛତା ହିଁ ସେବା ଆଧାରକୁ ନେଇ ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ ସମୁଦ୍ର ବେଳାଭୂମି ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ଓ ମହିଳା
Read More...

ସରପଞ୍ଚ ସଙ୍ଘ ପକ୍ଷରୁ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ବିଡ଼ିଓଙ୍କୁ ୧୧ଦଫା ଦାବୀପତ୍ର ପ୍ରଦାନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ସରପଞ୍ଚ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଦାବୀପତ୍ର ଦିଆଯାଇଥିବା ବେଳେ ଆଜି ଏହାର ଡେଲାଙ୍ଗ ବ୍ଲକ ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଡେଲାଙ୍ଗ ବ୍ଲକ ବିଡ଼ିଓ
Read More...