ଦୁର୍ଘଟଣା ପରେ ହୁତୁହୁତୁ ହୋଇ ଜଳିଗଲା କାର : ଅଳ୍ପକେ ବର୍ତ୍ତିଲେ ୩ ଜଣ
ରାଇରଙ୍ଗପୁର, (ଶ୍ୟାମଳେନ୍ଦୁ ପରିଡା) : କରଞ୍ଜିଆରୁ ଭୁବନେଶ୍ଵର ଯାଉଥିବା ଏକ କାର ଠାକୁରମୁଣ୍ଡା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା କଡରେ ହୁତୁହୁତୁ ହେଇ ଜଳିଯାଇଛି । କାରରେ ଥିବା ୩ ଜଣ ଯୁବକ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରୁ ୧୦୮ ଆମ୍ବୁଲାନ୍ସ ଯୋଗେ ୩ ଜଣକୁ!-->…
Read More...
Read More...