Browsing Tag

rairangapur news

ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ରାଇରଙ୍ଗପୁର : ରାଇରଙ୍ଗପୁର ବନଖଣ୍ଡର ମଣଦା ରେଞ୍ଜ ଅନ୍ତର୍ଗତ ଦେଓପଟା ଗ୍ରାମ ନିକଟରେ ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ । ମୃତକ ଜଣକ ହେଲେ ରତନ ସୋରେନ । ସୂଚନାନୁଯାୟୀ, ରତନ ସୋରେନ ଗତକାଲି ରାତି ପ୍ରାୟ ୧୦ଟାରେ ପରିସ୍ରା କରିବାକୁ ବାଡିପଟକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର
Read More...

ସବାରୀ ଗାଡି ଓଲଟି ୭ ଗୁରୁତର

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ଜଙ୍ଗଲଭିୟୁ ହୋଟେଲ ନିକଟରେ ବରଯାତ୍ରୀ ଗାଡି ଓଲଟି ୭ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ରାଇରଙ୍ଗପୁର ଗ୍ରାମାଞ୍ଚଳ
Read More...

ବିପୁଳ ପରିମାଣର ବିଦେଶୀ ମଦ ଜବତ ସହ ୨ ଜଣ ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର : ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବିଜାତଳା ହାଟ ବଜାର ନିକଟରେ ଅବକାରୀ ବିଭାଗ ଚଢାଉ କରି ଏକ ଘରୁ ବିପୁଳ ପରିମାଣର ବିଦେଶୀ ଓ ନକଲି ମଦ ଜବତ କରିବା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି
Read More...

କଲରାପତରିଆ ବାଘର ଶିକାର ହେଲେ ୬ ଗୋରୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡ ତାଳବନ୍ଧ ଓ ମଣଦା ବନାଞ୍ଚଳ ଅଧୀନ ବଡ଼ ବାଲିଚୁଆ ଓ ଅସନସିକଳ ଗ୍ରାମର ୬ଟି ଗୋରୁ କଲରାପତରିଆ ବାଘର ଶିକାର ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗ୍ରାମର କନ୍ଦା ପାଳେୟା, ବୁଲୁ ବିରୁଆ, ଗମହା ପାଳେୟା, ରୁଣ୍ଡା ପାଳେୟା ଓ ଅସନସିକଳ
Read More...

ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ରାଇରଙ୍ଗପୁର : ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଧିନରେ ଥିବା ଝିପାବନ୍ଧ ଗ୍ରାମରେ । ସୂଚନାନୁସାରେ ଝିପାବନ୍ଧ ଗାଁର ରାଜାରାମ ହେମ୍ବ୍ରମ (୫୦) ନିଜ ଘରେ ବିଦ୍ୟୁତ ମରାମତି କରୁଥିଲେ । ନିଜର
Read More...

ଦୁଇ ଦିନିଆ ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ରାଇରଙ୍ଗପୁର : ରାଇରଙ୍ଗପୁର ଇଣ୍ଡୋର ଷ୍ଟାଡିଅମରେ ଦୁଇ ଦିନିଆ ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଇନ୍ଦ୍ରାଣୀ ଓ ଜ୍ୟୋତିଷ ଗୁପ୍ତା ମେମୋରିଆଲ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟକୁ ଉପଜିଲ୍ଲାପାଳ ଧର୍ମାନନ୍ଦ ବେହେରା ଫିତା କାଟି ଉଦ୍‌ଘାଟିତ କରିଥିଲେ । ଏହି
Read More...