Browsing Tag

rajanagar news

ଭିତରକନିକାରେ ୨୧୮ ନବରଙ୍ଗୀ ଚଢ଼େଇ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ‘ମ୍ୟାନଗ୍ରୁଭ୍‌ ପିଟା’ ବା ନବରଙ୍ଗୀ ଚଢେଇଙ୍କ ଗଣନା ଶେଷ ହୋଇଛି । ଗତକାଲି ଗୋଟିଏ ଦିନରେ ୩୬ଟି ଟିମ୍‌ରେ ୭୨ଜଣ ବନକର୍ମଚାରୀ ୫ଟି ରେଞ୍ଜ୍‌ରେ ଏହି ବିରଳ ପକ୍ଷୀଙ୍କ ଗଣନା କରିଥିଲେ । ଗଣନାରେ ଭିତରକନିକା ଜାତୀୟ ଉଦ୍ୟାନର ୫ଟି ରେଞ୍ଜ୍‌ ମଧ୍ୟରୁ
Read More...

ଭିତରକନିକାରେ ୧୭୯ ବିରଳ ପ୍ରଜାତିର ମ୍ୟାନ୍‌ଗ୍ରୁଭ୍‌ ପିଟା ପକ୍ଷୀ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ପ୍ରଥମଥର ପାଇଁ ବିରଳ ପ୍ରଜାତିର ମ୍ୟାନଗ୍ରୁଭ୍‌ ପିଟା ପକ୍ଷୀଙ୍କ ଗଣନା କରାଯାଇଛି । ଗତ ୧୪ ତାରିଖ ଦିନ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଏହି ବିରଳ ପକ୍ଷୀଙ୍କୁ ଖୋଜି ଗଣନା କରାଯାଇଛି । ଗଣନା ସମୟରେ ଭିତରକନିକାରେ ମ୍ୟାନଗ୍ରୁଭ୍‌ ପିଟା
Read More...

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

ରାଜନଗର : ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ୯ ତାରିଖରେ ୮୮ ହଜାର, ୧୦ରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭ୍‌ ରିଡ୍‌ଲେ ମା' କଇଁଛ କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା ଭିଡ଼
Read More...

କୁମ୍ଭୀର ଗଣନା ସକାଶେ ଭିତରକନିକାରେ ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ରାଜନଗର : ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ
Read More...

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପଲିଥିନ୍‌ ଏଣ୍ଟ୍ରି ଉପରେ କଟକଣା ରାଜନଗର : ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଗତ ମେ' ୧ରୁ ଚଳିତ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିଛି । ଆସନ୍ତା ଅଗଷ୍ଟ ୧ ତାରିଖରୁ ଏହା ପର୍ଯ୍ୟଟକଙ୍କ
Read More...