Browsing Tag

rajnagar news

ବନ୍ଦ ଘରୁ ୩ଟି ମୃତଦେହ ଉଦ୍ଧାର

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ଅନ୍ତର୍ଗତ ତାଳଚୁଆ ପଞ୍ଚାୟତ ରାଜେନ୍ଦ୍ର ନଗର ଗାଁରେ ଚାଞ୍ଚଲ୍ୟ । ଏକ ବନ୍ଦ ଘରୁ ମିଳିଛି ବାପ, ମାଆ ଓ ପୁଅଙ୍କ ମୃତଦେହ । ମୃତକ ହେଲେ ବାପା ଶ୍ରୀଦାମ ମଣ୍ଡଳ (୫୩), ମାଆ ଜୟନ୍ତୀ (୪୫) ଓ ପୁଅ ପରୀକ୍ଷିତ(୨୭) । ଆଜି ସକାଳେ ଶ୍ରୀଦାମ
Read More...

ଜାନୁୟାରୀ ୫ରୁ ୧୩ ତାରିଖ ଭିତରକନିକା ବନ୍ଦ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ । ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷେଧ କରାଯାଇଛି । ବଉଳା କୁମ୍ଭୀର ବିଶାରଦ ଡ.
Read More...

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ୩ ମାସ ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ମଙ୍ଗଳବାରଠୁ
Read More...

ବଉଳା କୁମ୍ଭୀର ଗଣନା ପାଇଁ ପ୍ରଶିକ୍ଷଣ ଶିବିର

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀ ନାଳ ଗୁଡିକରେ ଥିବା ବଉଳା କୁମ୍ଭୀରମାନଙ୍କ ଗଣନା ପାଇଁ ବନ କର୍ମଚାରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ସୋମବାର ଠାରୁ ୧୨ ତାରିଖ ଯାଏଁ କୁମ୍ଭୀର ଗଣନା କରାଯିବ ଓ ୧୪ ତାରିଖ ଦିନ ଗଣନା ପକ୍ରିୟା ଶେଷ ହେବ ।
Read More...

ଭିତରକନିକାରେ ବଢିଲେ ବିଦେଶୀ ପକ୍ଷୀ

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଚଳିତ ମାସ ୬ ତାରିଖରେ ବନବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ
Read More...

ବିଦ୍ୟୁତ ଆଘାତରେ ଚାଲିଗଲା ରାଜମିସ୍ତ୍ରୀଙ୍କ ଜୀବନ

ରାଜନଗର : ରାଜନଗର ଥାନା ସାତଭାୟା ଥଇଥାନ ଅଞ୍ଚଳ ବଗପାଟିଆରେ ବିଦ୍ୟୁତ ଆଘାତ ଲାଗି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବଗପାଟିଆର ରୋହିତ ବେହେରାଙ୍କ ଘରେ ରଡ କାମ କରୁଥିବା ବେଳେ ରାଜମିସ୍ତ୍ରୀ ହେମନ୍ତ ମଣ୍ଡଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
Read More...

ପେଣ୍ଠ ବେଳାଭୂମିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା ଇକୋ ରିଟ୍ରିଟ

ରାଜନଗର : ଉଦ୍‌ଘାଟିତ ହୋଇଯାଇଛି ଭିତରକନିକା ଇକୋ ରିଟ୍ରିଟ । ଭିତରକନିକାର ପେଣ୍ଠ ଠାରେ ଚଳିତବର୍ଷ ଇକୋ ରିଟ୍ରିଟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଭିତରକନିକା ଇକୋ ରିଟ୍ରିଟକୁ ଉଦ୍‌ଘାଟନ କରିଥିଲେ । ପେଣ୍ଠ ଇକୋ ରିଟ୍ରିଟ ସ୍ଥଳରେ ଉଦ୍‌ଘାଟନୀ
Read More...

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍‌ ରାଜେନ୍ଦ୍ରନାରାୟଣପୁର ଗାଁର ସୁକୁମାର ଦିଣ୍ଡାଙ୍କ ପତ୍ନୀ ପୂର୍ଣ୍ଣିମା (୪୨) ଯୋରକୂଳରେ ଛେଳି ଚରାଉଥିବା ସମୟରେ କୁମ୍ଭୀରଟି ତାଙ୍କ ଗୋଡ଼କୁ କାମୁଡ଼ି ପାଣି ଭିତରକୁ ଟାଣି ନେଉଥିବା ବେଳେ ସେ ଧରିଥିବା ବାଡ଼ିରେ ଲଗାତାର କୁମ୍ଭୀରକୁ ପିଟିବାରୁ
Read More...