Browsing Tag

raurakela news

ଡ. ଏ. ପି. ଜେ. କଲାମଙ୍କୁ ବିଜେପିର ଭାବପୂର୍ଣ୍ଣ ବିନମ୍ର ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସମଗ୍ର ଦେଶରେ ବିଜେପି ତରଫରୁ ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ଡ. ଅବଦୁଲ କଲାମଙ୍କୁ ତାଙ୍କ ପୂନ୍ୟ ତିଥିରେ ଭକ୍ତିପୂତ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାପାଇଁ ବିଜେପି ରାଷ୍ଟ୍ରୀୟ ଅଳ୍ପ ସଂଖ୍ୟକ ମୋର୍ଚ୍ଚା ଦ୍ଵାରା ସ୍ଥିରୀକୃତ ହେବାପରେ ଆଜି
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସର୍ବପୁରାତନ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ଉପସଭାପତି ତଥା କାର୍ଯ୍ୟକ୍ରମର ସଂଯୋଜକ ଡ.
Read More...

ରାଉରକେଲାର ବିଭିନ୍ନ ସ୍ଥାନରେ ବିଶ୍ୱ ଯୋଗ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ଗୌରବ ମଧୁସୁଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସେକ୍ଟର ୨୦ସ୍ଥିତ ଉତ୍କଳ ଗୌରବ ମଧୁସୁଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ଅଧ୍ୟକ୍ଷା ସୁଶ୍ରୀ ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଯୋଗଗୁରୁ
Read More...

କୋଏଲ ନଗର ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିରରେ ବିଶ୍ୱ ସଂଗୀତ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣୀ ମନ୍ଦିର ଟ୍ରଷ୍ଟ ଆନୁକୁଲ୍ୟରେ ଆଜି ମନ୍ଦିର ପ୍ରାଙ୍ଗଣରେ ବିଶ୍ଵ ସଂଗୀତ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ଟ୍ରଷ୍ଟି
Read More...

ବିଭିନ୍ନ ଦାବି ନେଇ ଜୁଏଲଙ୍କୁ ଭେଟିଲା ସଚେତନ ନାଗରିକ ମଞ୍ଚ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ରେଳ ଡିଭିଜନ ପ୍ରତିଷ୍ଠା, ସୁନ୍ଦରଗଡ ଜିଲ୍ଲାରେ ଏକ ଟ୍ରାଇବାଲ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଓ ତାଳଚେର ବିମଳାଗଡ ରେଳପଥର ସମ୍ପୂର୍ଣ୍ଣୀକରଣ ନେଇ ରାଉରକେଲା ଗସ୍ତରେ ଆସିଥିବା କେନ୍ଦ୍ର ଆଦିବାସୀ ବ୍ୟାପାର କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମଙ୍କୁ
Read More...

‘ବିଶ୍ୱ ବାୟୁ ଦିବସ’ : ରାଉରକେଲା କେନ୍ଦ୍ର ଦ୍ୱାରା ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଞ୍ଜିନିୟର୍ସ (ଭାରତ), ରାଉରକେଲା ସ୍ଥାନୀୟ କେନ୍ଦ୍ର ଦ୍ୱାରା 'ବାୟୁ ଶକ୍ତି ସମ୍ଭାବ୍ୟ ଏବଂ ଦିଗଗୁଡିକ ବିଷୟରେ ଅନ୍ତର୍ନିହିତ ସୂଚନା' ଉପରେ ଏକ ପ୍ରଯୁକ୍ତିକ ପତ୍ର ଅଧିବେଶନ ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ସାନ୍ତୋଷ କୁମାର ପୋଲାକି
Read More...

ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରରେ ଆନ୍ତର୍ଜାତୀକ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ତଥା ଯୋଗଗୁରୁ ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ଵ ତଥା ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଟିଆରା ମିସ୍ ଇଣ୍ଡିଆ ଓ ମିସେସ୍ ଇଣ୍ଡିଆ ଆସନ୍ତା ୩୦ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଟିଆରା ମିସ୍ ଇଣ୍ଡିଆ ଓ ମିସେସ୍ ଇଣ୍ଡିଆ ଆସନ୍ତା ୩୦ରେ ଅନୁଷ୍ଠିତ ହେବ । ଏହି ସମ୍ପର୍କରେ ସ୍ଥାନୀୟ ପାନ୍ଥନିବାସ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର କର୍ମକର୍ତ୍ତାଗଣ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଲେ ଯେ, ଆସନ୍ତା ୩୦ରେ ସ୍ଥାନୀୟ
Read More...

ଆପୋଲୋ ହସ୍ପିଟାଲ୍‌ରେ ରୋଗୀମାନଙ୍କୁ ଟାଟା ଗ୍ଲୁକୋଜ୍‌ ଯୋଗାଇଲା ସାମାଜିକ ସଙ୍ଗଠନ ଉପହାର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସେକ୍ଟର ୧୯ ସ୍ଥିତ ଆପୋଲୋ ହସ୍ପିଟାଲ୍‌କୁ ଆସିଥିବା ରୋଗୀ ମାନଙ୍କୁ ସହରର ଅଗ୍ରଣୀ ସାମାଜିକ ସଙ୍ଗଠନ ଉପହାର ତରଫରୁ ଟାଟା ଗ୍ଲୁକୋଜ ଯୋଗାଇ ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଉପହାରର ସଭାପତି ସୂର୍ଯ୍ୟକାନ୍ତ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ
Read More...

ପ୍ରଜ୍ଞା ପ୍ରବାହର ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ତରଫରୁ ସ୍ଥାନୀୟ ସେକ୍ଟର-୨୦ ସ୍ଥିତ ରାଉରକେଲା କ୍ଳବ୍ ମଧ୍ୟରେ ସହ ସଂଯୋଜକ କୃଷ୍ଣ କୁମାର ଜୟଂସ୍ୱାଲଙ୍କ ମଞ୍ଚ ପରିଚାଳନା ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମହାନଗର ସଂଘଚାଳକ ପ୍ରଭାତ ସାହୁଙ୍କ ସଭାପତିତ୍ୱରେ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ
Read More...